ସମ୍ବଲପୁରରେ ପ୍ରତିଷ୍ଠା ହେବ ସିଜିଏଚ୍ଏସ୍ ହେଲଥ୍ ୱେଲନେସ୍ ସେଣ୍ଟର

ସମ୍ବଲପୁର: ସମ୍ବଲପୁରରେ ସିଜିଏଚ୍ଏସ୍ ହେଲଥ୍ ୱେଲନେସ୍ ସେଣ୍ଟର ପ୍ରତିଷ୍ଠା ପାଇଁ କେନ୍ଦ୍ରରୁ ମିଳିଲା ଅନୁମତି।ଧର୍ମେନ୍ଦ୍ର ପ୍ରଧାନ ଗତ ୮ ସେପ୍ଟେମ୍ବର ୨୦୨୫ରେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେ.ପି. ନଡ୍ଡାଙ୍କୁ ପତ୍ର ଲେଖି ସମ୍ବଲପୁରରେ ଏକ ସିଜିଏଚଏସ ହେଲଥ୍ ସେଣ୍ଟରର ଆବଶ୍ୟକତା ବିଷୟରେ ଜଣାଇଥିଲେ। ସେ ପତ୍ରରେ ଉଲ୍ଲେଖ କରିଥିଲେ, ସମ୍ବଲପୁରରେ ବିଏସଏନଏଲ, ଡାକ ବିଭାଗ, ଆୟକର ବିଭାଗ, ପୂର୍ବତଟ ରେଳବାଇ, କେନ୍ଦ୍ରୀୟ ଅବକାରୀ ବିଭାଗ, ସିଆରପିଏଫ ଗ୍ରୁପ୍ ସେଣ୍ଟର, ଆଇଆଇଏମ୍ ଏବଂ କେନ୍ଦ୍ରୀୟ ବିଦ୍ୟାଳୟ ପରି ଅନେକ … Read more

ପୋକ୍ସୋ ଆଇନ ଉପରେ ଗୁରୁତ୍ବପୂର୍ଣ୍ଣ ରାୟ ଦେଲେ ଓଡ଼ିଶା ହାଇକୋର୍ଟ

କଟକ: ନାବାଳିକାକୁ ପୋଷାକ ଉପରୁ ସ୍ପର୍ଶ କରିବା ମଧ୍ୟ ଯୌନ ନିର୍ଯାତନା ବୋଲି କହିଛନ୍ତି ହାଇକୋର୍ଟ । ହାଇକୋର୍ଟ ସ୍ପଷ୍ଟ କରିଛନ୍ତି ଯେ, ଜଣେ ନାବାଳିକାଙ୍କ ବକ୍ଷୋଜକୁ ସ୍ପର୍ଶ କରିବା ପୋକ୍ସୋ ଆାଇନ ଅନୁଯାୟୀ ଗମ୍ଭୀର ଅପରାଧ ବା ଯୌନ ନିର୍ଯାତନା । ପୋଷାକ ଉପରୁ ସ୍ପର୍ଶ କଲେ ଏହା ଅପରାଧ ନୁହେଁ ବୋଲି ଯେଉଁ ଯୁକ୍ତି କରାଯାଉଥିଲା, ତାହାକୁ କୋର୍ଟ ଖାରଜ କରିଦେଇଛନ୍ତି। ହାଇକୋର୍ଟ କହିଛନ୍ତି ଯେ ଏହି ବିଷୟରେ ପୂର୍ବରୁ ସୁପ୍ରିମକୋର୍ଟ ମଧ୍ୟ ସ୍ପଷ୍ଟ … Read more

ରାଷ୍ଟ୍ରପତିଙ୍କୁ ଟିଏମସି ସରକାର ଅପମାନ କରିବା ଲଜ୍ଜାଜନକ :ମୋଦି

ନୂଆଦିଲ୍ଲୀ: ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ ଯୋଗାଇ ନ ଦେବା ଏବଂ ପ୍ରୋଟୋକଲ ପାଳନ କରାଯାଇ ନ ଥିବା ଅଭିଯୋଗ କରି ଅସନ୍ତୋଷ ବ୍ୟକ୍ତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ l ରାଷ୍ଟ୍ରପତି କହିଥିଲେ ଯେ,”ମୁଁ ମଧ୍ୟ ବଙ୍ଗଳାର ଝିଅ ଏବଂ ମମତା ଦିଦି ମୋ ଭଉଣୀ ଭଳି। କିନ୍ତୁ ପ୍ରଶାସନ ସମ୍ମିଳନୀ ପାଇଁ ଏମିତି ଏକ ଦୂର ସ୍ଥାନ ବାଛିଲେ ଯେଉଁଠାକୁ ସାନ୍ତାଳ ଲୋକମାନେ ଆସିପାରିଲେ ନାହିଁ। ରାଷ୍ଟ୍ରପତି ଆସିବା … Read more

ଆମ ପାଖରେ ଯଥେଷ୍ଟ ତେଲ ମହଜୁଦ ଅଛି: ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ପେଟ୍ରୋଲ ପମ୍ପରେ ଲୋକେ ଲମ୍ବା ଲାଇନ୍ ଲଗାଇଛନ୍ତି। ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁଁ ତେଲ ସରିଯିବା ଗୁଜବ ପରେ ପେଟ୍ରୋଲ ପମ୍ପରେ କାଲି ରାତିରୁ ପ୍ରବଳ ଭିଡ ପରିଲକ୍ଷିତ ହୋଇଛି। ଏନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି ଯେ, ରାଜ୍ୟରେ ଏବେ ପାଇଁ ପେଟ୍ରୋଲ, ଡିଜେଲ ମହଜୁଦ ଅଛି। ଯୁଦ୍ଧ ପାଇଁ ବିଭ୍ରାନ୍ତକାରୀ ତଥ୍ୟ ଆସୁଛି। ରାଜ୍ୟରେ ଯଥେଷ୍ଟ ପରିମାଣରେ ତୈଳ ମହଜୁଦ ଅଛି। ଋଷ ଠାରୁ ତେଲ ଆଶୁଛି, ତେଲ ନିଅଣ୍ଟିଆ … Read more

ସିଏମ୍‌ସି ପାଇଁ ୧୨ଶହ ୬୮କୋଟିର ବଜେଟ୍

କଟକ: ଏଥର କଟକ ମହାନଗର ନିଗମର ବଜେଟ ବୃହତ ହୋଇଛି । ୧୨ ଶହ ୬୮ କୋଟି ଟଙ୍କାର ବଜେଟ ପ୍ରସ୍ତୁତ ହୋଇଛି । ଯାହା ଆଜି କାଉନସିଲ ବୈଠକରେ ଉପସ୍ଥାପିତ ହୋଇଛି । ଯଦିଓ ବଜେଟର ଆକାର ଖୁବ ବଡ଼, କିନ୍ତୁ ଏହାର କାର୍ଯ୍ୟକାରିତା ଉପରେ ପ୍ରଶ୍ନ ଉଠାଇଛନ୍ତି ଖୋଦ ୱାର୍କ୍ସ କମିଟିର ଅଧ୍ୟକ୍ଷ । କାରଣ ଗତବର୍ଷ ଆଗତ ହୋଇଥିବା ୧୨ କୋଟି ଟଙ୍କା ବଜେଟରୁ ପ୍ରାୟ ୨୫୦ କୋଟି ଟଙ୍କା ଖର୍ଚ୍ଚ ନହୋଇ … Read more

ପ୍ରଥମ ଥର ରାଜ୍ୟ ବାହାରେ ହେବ ‘ଓଡ଼ିଶା ଉତ୍ସବ’

ଭୁବନେଶ୍ୱର: ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଐତିହ୍ୟର ପ୍ରଚାର ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ଓଡ଼ିଆ ଭାଷା, ସାହିତ୍ୟ ଏବଂ ସଂସ୍କୃତି ବିଭାଗ କୋଲକାତାରେ ପ୍ରଥମ ଥର ପାଇଁ ଓଡ଼ିଶା ଉତ୍ସବ ଆୟୋଜନ କରିବ। ଏହି କାର୍ଯ୍ୟକ୍ରମ ମାର୍ଚ୍ଚ ୮ରେ କୋଲକାତାର ଜାତୀୟ ପାଠାଗାରର ଅଡିଟୋରିୟମରେ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଏହି ମହୋତ୍ସବକୁ ଉଦଘାଟନ କରିବେ। ଏହି ଅବସରରେ ପଶ୍ଚିମବଙ୍ଗରେ ରହୁଥିବା ଓଡ଼ିଆ ଲେଖକ ଏବଂ ପ୍ରବାସୀ ଓଡ଼ିଆଙ୍କ ବିଭିନ୍ନ … Read more

ଜଳସଂପଦ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍

କେନ୍ଦ୍ରାପଡା: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ଯନ୍ତ୍ରୀ ପ୍ରମୋଦ ରାୟଙ୍କ ଘରେ ଭିଜିଲାନ୍ସ ରେଡ୍। ପୂର୍ବରୁ ପ୍ରମୋଦ ରାୟ କେନ୍ଦ୍ରାପଡା ଇନ୍ଦୁପୁର ସ୍ଥିତ ଜଳସମ୍ପଦ କାର୍ଯ୍ୟାଳୟରେ କନିଷ୍ଠ ଯନ୍ତ୍ରୀ ଭାବେ କାର୍ଯ୍ୟ କରୁଥିଲେ। ଏବେ ଛତାଛକ ସ୍ଥିତ କାର୍ଯ୍ୟାଳୟ ରେ SDO ଭାବେ କାର୍ଯ୍ୟ କରୁଛନ୍ତି। ଡେରାବିଶ ଛତାଛକ ସ୍ଥିତ ଜଳସମ୍ପଦ କାର୍ଯ୍ୟାଳୟରେ ଭିଜିଲାନ୍ସର ଏକ ୫ ଜଣିଆ ଟିମ୍ ଚଢାଉରେ ସାମିଲ ହୋଇଛନ୍ତି। ଚଢାଉ ବେଳେ ବହୁ ଗୁରୁତ୍ୱପୂର୍ଣ୍ଣ ଫାଇଲ ଓ ଅଫିସ … Read more

୩୨୭୫ କୋଟିରୁ ଅଧିକ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଅମିତ ଶାହ

ଭୁବନେଶ୍ବର: ଏକ ଦିବସୀୟ ଓଡ଼ିଶା ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଅମିତ ଶାହ। ଭୁବନେଶ୍ୱରର ୟୁନିଟ୍-୩ ସ୍ଥିତ ଇଡକୋ ପ୍ରଦର୍ଶନୀ ପଡ଼ିଆରେ ସମବାୟ କ୍ଷେତ୍ର ଏବଂ ଜାତୀୟ ସୁରକ୍ଷା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ଉପକ୍ରମର ଶୁଭାରମ୍ଭ କରିଛନ୍ତି ଶ୍ରୀ ଶାହ। ଏହି କାର୍ଯ୍ୟକ୍ରମରେ ଅନ୍ୟାନ୍ୟ ବିଶିଷ୍ଟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, … Read more

ଧାର୍ଯ୍ୟ ଭଡା ଠାରୁ ଅଧିକ ବସ୍ ଭଡ଼ା ଆଦାୟ ର ନିୟମିତ ଯାଞ୍ଚ ପାଇଁ ଆରଟିଓଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର: ଯାତ୍ରୀବାହୀ ବସରେ ଧାର୍ଯ୍ୟ ସୀମାଠାରୁ ଅଧିକ ଭଡ଼ା ଆଦାୟ ନେଇ ଅନେକ ସମୟରେ ଯାତ୍ରୀଙ୍କଠାରୁ ଅଭିଯୋଗ ଆସୁଛି । ତେଣୁ ଏହା ଉପରେ କଡ଼ା ନଜର ରଖି ପଦକ୍ଷେପ ଗ୍ରହଣ କରିବାକୁ ସମସ୍ତ ଆରଟିଓଙ୍କୁ କୁହାଯାଇଛି । ଧାର୍ଯ୍ୟ ସୀମାଠାରୁ କୌଣସି ବସ୍ ଅଧିକ ଭଡ଼ା ଆଦାୟ କରିପାରିବେ ନାହିଁ । ଯାତ୍ରୀଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ନିୟମ ଉଲ୍ଲଙ୍ଘନ କରୁଥିବା ବସ୍ ବିରୋଧରେ ମୋଟର ଯାନ ଆଇନ ଅନୁଯାୟୀ କାର୍ଯ୍ୟନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ … Read more

ଓଡ଼ିଶା ଗସ୍ତରେ ଆସି ମୁଖ୍ୟ ଅତିଥି ଭାବେ ଯୋଗଦେଲେ ଅମିତ ଶାହ

କଟକ: ଅମିତ ଶାହ ଆଜି ଓଡ଼ିଶା ଗସ୍ତରେ ଆସି କଟକର ମୁଣ୍ଡଳୀସ୍ଥିତ CISF କ୍ୟାମ୍ପରେ ଆୟୋଜିତ ୫୭ତମ ପ୍ରତିଷ୍ଠା ଦିବସ ପ୍ୟାରେଡରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ସଲାମୀ ଗ୍ରହଣ କରିବା ସହ ବଳର ବୀରତ୍ୱ ଓ କାର୍ଯ୍ୟଦକ୍ଷତାକୁ ପ୍ରଶଂସା କରିଥିଲେ। ଏହାସହ CISFକୁ ଅଧିକ ବଳ ଓ ଶକ୍ତି ଯୋଗାଇବା ପାଇଁ ବଡ଼ ଘୋଷଣା କରିଛନ୍ତି। ନକ୍ସଲ ମୁକ୍ତରେ CISFର ବଡ଼ ଅବଦାନ ବୋଲି କହିଛନ୍ତି ଶାହ।ଶାହ କହିଛନ୍ତି, ସମୟ ସହିତ ନିଜକୁ … Read more