ପେଟ୍ରୋଲ୍, ଡିଜେଲ୍ ଦାମ୍ କମାଇବାର ଯୋଜନା ନାହିଁ: ହରଦୀପ ପୁରି
ନୂଆଦିଲ୍ଲୀ: ପେଟ୍ରୋଲ୍ ଓ ଡିଜେଲ୍ ମୂଲ୍ୟରେ ଆଗାମୀ ଦିନରେ କୌଣସି ହ୍ରାସ ହେବ ନାହିଁ। ଦୀର୍ଘ ୨୦ ମାସ ଧରି ଏହା ଅପରିବର୍ତ୍ତିତ ରହିଛି। ବିଶ୍ଵ ବଜାରରେ ଅଶୋଧିତ ତେଲ ଦାମ୍ କମିବା ଏବଂ ବିକ୍ରିରେ କଂପାନିଗୁଡ଼ିକ ଲାଭ କରୁଥିବା ସ୍ଥଳେ ସାଧାରଣ ଖାଉଟିଙ୍କ ଲାଗି ପୂର୍ବ ଦର ବଳବତ୍ତର ରହିଛି। ତେଲ ଦାମ୍ କମ୍ କରିବାର କୌଣସି ଯୋଜନା ନାହିଁ ବୋଲି ଆଜି ପେଟ୍ରୋଲିୟମ୍ ମନ୍ତ୍ରୀ ହରଦୀପ ସିଂହ ପୁରୀ କହିଛନ୍ତି। ଗଣମାଧ୍ୟମରେ ଯେଉଁ ରିପୋର୍ଟ … Read more