ପ୍ରାର୍ଥୀପତ୍ର ଦାଖଲ କଲେ ମନମୋହନ ସାମଲ ଓ ସୁଜିତ କୁମାର

ଭୁବନେଶ୍ୱର: ବିଜେଡି ପରେ ଆଜି ବିଜେପି ରାଜ୍ୟସଭାପତି ମନମୋହନ ସାମଲ ଏବଂ ସୁଜିତ କୁମାର ବିଧାନସଭାରେ ଟର୍ଣ୍ଣିଂ ଅଫିସରଙ୍କ ନିକଟରେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ନାମାଙ୍କନ ଦାଖଲ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ବିଜେପିର ସମସ୍ତ ବିଧାୟକମାନେ ଉପସ୍ଥିତ ଥିଲେ । ମନମୋହନ ଏବଂ ସୁଜିତ କୁମାର ଉଭୟ ଦଳୀୟ କାର୍ଯ୍ୟାଳୟରୁ ବାହାରି ପ୍ରଥମେ ରାମମନ୍ଦିର ଯାଇ ପୂଜାର୍ଚ୍ଚନା କରିଥିଲେ । ଏହା ପରେ ଭଗବାନଙ୍କ ଆଶୀର୍ବାଦ ନେଇ ବିରାଟ ପଟୁଆରରେ ବିଧାନସଭା … Read more

ଦକ୍ଷିଣ ଆଫ୍ରିକାକୁ ହରାଇ ଫାଇନାଲ୍‌ରେ ନ୍ୟୁଜିଲାଣ୍ଡ

ନୂଆଦିଲ୍ଲୀ: ଟି୨୦ ବିଶ୍ୱକପର ସେ ମିଫାଇନାଲରେ ନ୍ୟୁଜିଲାଣ୍ଡ ଦକ୍ଷିଣ ଆଫ୍ରିକାକୁ ୮ ଉଇକେଟ୍‌ରେ ପରାସ୍ତ କରି ଦ୍ୱିତୀୟଥର ପାଇଁ ଟି୨୦ ବିଶ୍ୱକପର ଫାଇନାଲରେ ପହଞ୍ଚିଛି। ଦକ୍ଷିଣ ଆଫ୍ରିକା ପ୍ରଥମେ ବ୍ୟାଟିଂ କରି ୧୬୯ ରନ କରିଥିଲା। ଜବାବରେ ନ୍ୟୁଜିଲାଣ୍ଡ ମାତ୍ର ୧୨.୫ ଓଭରରେ ୧୭୩ ରନ କରି ମ୍ୟାଚ ଜିତିଥିଲା। ଦକ୍ଷିଣ ଆଫ୍ରିକା ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୧୬୯/୮ ସ୍କୋର କରିଥିଲା। ଦକ୍ଷିଣ ଆଫ୍ରିକା ୭୭ ରନରେ ପାଞ୍ଚଟି ଉଇକେଟ ହରାଇଥିଲା।କିନ୍ତୁ ମାର୍କୋ ୟାନସନ … Read more

ହୋଲିରେ ଅଘଟଣ ରାଜ୍ୟ ର ଭିନ୍ନ ଭିନ୍ନ ସ୍ଥାନରୁ ୪ ମୃତ

ଭୁବନେଶ୍ୱର: ସାରା ରାଜ୍ୟରେ ଧୂମଧାମରେ ହୋଲି ପାଳନ ହୋଇଥିବା ବେଳେ ରାଜ୍ୟରେ ପୃଥକ ପୃଥକ ଅଘଟଣରେ ଯାଜପୁରରେ ୩ ଓ କଟକରେ ଜଣଙ୍କ ମୃତ୍ୟୁ ହୋଇଛି । ଖବର ଅନୁଯାୟୀ କଟକ ର ମୃତ ଜଣକ ହେଲେ ଏକ ଘରୋଇ ବ୍ୟାଙ୍କର ବରିଷ୍ଠ ଅଧିକାରୀ ସଂଗ୍ରାମ ଅଜିତାଭ ଦାସ । ବୁଧବାର ଯାଜପୁର ରୋଡର ବରିଷ୍ଠ ବ୍ୟାଙ୍କ ଅଧିକାରୀ ସଂଗ୍ରାମ ସାଙ୍ଗ ମାନଙ୍କ ସହିତ ହୋଲି ଖେଳୁଥିଲେ l ତେବେ ହୋଲି ଖେଳ ସରିବା ପରେ ଗାଧେଇବା … Read more

ଇରାନର ନୂଆ ଲିଡରକୁ ଇସ୍ରାଏଲର ଖୋଲା ଧମକ

ନୂଆଦିଲ୍ଲୀ: ଇସ୍ରାଏଲର ପ୍ରତିରକ୍ଷା ମନ୍ତ୍ରୀ ଇସ୍ରାଏଲ କାଟଜ ବୁଧବାର ଚେତାବନୀ ଜାରି କରିଛନ୍ତି । ସେ କହିଛନ୍ତି ଇରାନରେ ନିଯୁକ୍ତ ଯେ କୌଣସି ନୂଆ ନେତା ଯଦି ଆମ ଦେଶକୁ ଧ୍ୱଂସ କରିବାର ଯୋଜନା କରିବେ ତେବେ ତାଙ୍କୁ ମଧ୍ୟ ଆମେ ସମାପ୍ତ କରି ଦେବୁ । ଆମକୁ ଫରକ ପଡିବ ନାହିଁ ଯେ, ନୂଆ ନେତା କିଏ ଏବଂ ତାଙ୍କ ନାଁ କଣ । ଉଲ୍ଲେଖନୀୟ ଖାମେନିଙ୍କ ପୁଅ ମୁଜ୍ଜତବା ଇରାନର ନୂଆ ସୁପ୍ରିମ ଲିଡର … Read more

ସ୍ୱାଧୀନ ପ୍ରାର୍ଥୀ ହେବେ ଦିଲ୍ଲୀପ ରାୟ : ସମର୍ଥନ କରିବ ବିଜେପି

ଭୁବନେଶ୍ୱର: ରାଜ୍ୟସଭା ପାଇଁ ସ୍ୱାଧୀନ ପ୍ରାର୍ଥୀ ହେବା ନେଇ ଘୋଷଣା କରିଛନ୍ତି ଦିଲ୍ଲୀପ ରାୟ। ସେ ୫ ତାରିଖରେ ନାମାଙ୍କନ ଭରିପାରନ୍ତି। ତେବେ ଦିଲୀପଙ୍କୁ ସମର୍ଥନ କରିବା ନେଇ ଭାଜପା ଘୋଷଣା କରିଛି। ଭାଜପା ପାର୍ଟି ଅଫିସରେ ସାମ୍ୱାଦିକ ସମ୍ମିଳନୀ କରି ମନମୋହନ ସାମଲ କହିଛନ୍ତି, ଦିଲୀପଙ୍କୁ ଭାଜପା ଓଡ଼ିଶା ପ୍ରଦେଶ ପକ୍ଷରୁ ଆମେ ତାଙ୍କୁ ସମର୍ଥନ କରିବୁ। ଦିଲୀପ ନିଜେ ଉଦ୍ୟମ କରିବେ, ଦଳ ମଧ୍ୟ ପୂରା ସମର୍ଥନ ଦେବ। ଦିଲ୍ଲୀପ ନିଶ୍ଚିତ ବିଜୟୀ ହେବେ … Read more

ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଅସୁସ୍ଥ

ଭୁବନେଶ୍ୱର: ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଛାତିରେ ପ୍ରବଳ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ତୁରନ୍ତ ଭୁବନେଶ୍ୱର ଏମ୍ସ ମେଡିକାଲରେ ଭର୍ତ୍ତି କରାଯାଇଛି । ସେ ଆଇସିୟୁରେ ଡାକ୍ତରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅଛନ୍ତି । ଖବର ଅନୁଯାୟୀ, ହଠାତ୍ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ଡାକ୍ତରଖାନା ଅଣାଯାଇଥିଲା । ଏମ୍ସର ଏକ ସ୍ୱତନ୍ତ୍ର ଡାକ୍ତରୀ ଦଳ ତାଙ୍କର ବିଭିନ୍ନ ପରୀକ୍ଷା ନିରୀକ୍ଷା କରୁଛନ୍ତି ।

ବିଜେପି ପାର୍ଥି ନାମ ଘୋଷଣା; ମନମୋହନ ଏବଂ ସୁଜିତ

ଭୁବନେଶ୍ୱର: ସବୁ ପ୍ରତୀକ୍ଷାର ଅନ୍ତ ଘଟାଇ ବିଜେପି ରାଜ୍ୟସଭା ନିର୍ବାଚନ ପାଇଁ ଦୁଇ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଏବଂ ସାଂସଦ ସୁଜିତ କୁମାରଙ୍କ ନାମରେ କେନ୍ଦ୍ର ସଂସଦୀୟ ବ୍ୟାପାର କମିଟି ମୋହର ମାରିଛି । ବିଜେପି ସୋମବାର ବିଧାନସଭାରୁ ୧୬ ସେଟ୍ ନାମାଙ୍କନ ପତ୍ର ନେଇସାରିଛି । ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ ପ୍ରଧାନଙ୍କ ସହ ଆଶ୍ରିତ ପଟ୍ଟନାୟକ, ଦୁଷ୍ମନ୍ତ ସ୍ୱାଇଁ, ରଘୁନାଥ ଜଗଦଲା ଏବଂ … Read more

ସୋଆରେ ଆନ୍ତର୍ଜାତିକ AI କନ୍‌କ୍ଲେଭ୍‌

ଭୁବନେଶ୍ୱର: କୃତ୍ରିମ ବୁଦ୍ଧିମତ୍ତା ଏବେ ସବୁଠି ଚର୍ଚ୍ଚାରେ। ଭବିଷ୍ୟତରେ ମେସିନ୍ ଅଧିକ କାର୍ଯ୍ୟକ୍ଷମ ଓ ଚତୁର ହେବା ସହ ମଣିଷର ବୁଦ୍ଧିମତ୍ତାକୁ ପଛରେ ପକାଇଦେବ ବୋଲି ଆନ୍ତର୍ଜାତିକ ବିଶେଷଜ୍ଞ ମତ ଦେଇଛନ୍ତି । ସୋମବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପକ୍ଷରୁ ଆନ୍ତର୍ଜାତିକ ଏଆଇ କନ୍କ୍ଲେଭ୍ ଆୟୋଜିତ ହୋଇଥିଲା। ସେଥିରେ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଏଆଇ ଏଥିକ୍ସ ଆଣ୍ଡ ସୋସାଇଟି ପ୍ରଫେସର ଓ ହାର୍ଭାର୍ଡ ବିଶ୍ୱବିଦ୍ୟାଳୟର ବର୍କମ୍ୟାନ୍ କ୍ଲେନ୍ ସେଣ୍ଟର ଫର ଇଣ୍ଟରନେଟ ଆଣ୍ଡ ସୋସାଇଟିର ପ୍ରଫେସର … Read more

ମଧ୍ୟପ୍ରାଚ୍ୟରେ ଫସି ଥିବା ଓଡ଼ିଆଙ୍କ ପାଇଁ ହେଲ୍ପଲାଇନ ନମ୍ବର ଜାରି କଲେ ଓଡ଼ିଶା ସରକାର

ଭୁବନେଶ୍ୱର: ଇରାନ ଓ ଇସ୍ରାଏଲ ମଧ୍ୟରେ ବଢୁଛି ଉତ୍ତେଜନା । ଏହି ମହାଯୁଦ୍ଧରେ ଫସି ଥିବା ଓଡ଼ିଆଙ୍କ ପାଇଁ ହେଲ୍ପଲାଇନ ନମ୍ବର ଜାରି ହୋଇଛି। ଯୁଦ୍ଧକାଳୀନ ଜରୁରୀ ପରସ୍ଥିତିକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାରଙ୍କ ନିଷ୍ପତ୍ତି। ଏନେଇ କ୍ରୀଡା ଓ ଯୁବବ୍ୟାପାର ମନ୍ତ୍ରୀ ସର୍ଯ୍ୟବଂଶୀ ସୂରଜ ତାଙ୍କ ଏକ୍ସରେ ପୋଷ୍ଟ କରଛନ୍ତି। ଓଡ଼ିଶା ପରିବାର, ଗୃହ ବିଭାଗ ଓ ଶ୍ରମ ନିର୍ଦ୍ଦେଶାଳୟ ପକ୍ଷରୁ ବୈଠକ ପରେ ନଂ ଜାରି ହୋଇଛି। ଉକ୍ତ ନଂ ହେଲା ବୈଦେଶିକ ମନ୍ତ୍ରାଳୟ-୮୦୦୪୬୩୪୨, … Read more

ଜିନ୍ଦଲ ଏବଂ ବିଏମସିର ମିଳିତ ଉଦ୍ୟମରେ ମୋବାଇଲ୍ ସାନିଟେସନ୍ ୟୁନିଟ୍ ଆରମ୍ଭ

ଭୁବନେଶ୍ୱର: ଭୁବନେଶ୍ୱର ମ୍ୟୁନିସିପାଲ୍ କର୍ପୋରେସନ୍ (BMC) ସହିତ, ଜିନ୍ଦଲ ଫାଉଣ୍ଡେସନ ମିଳିତ ଭାବରେ ସହର ସାରା ସାର୍ବଜନୀନ କାର୍ଯ୍ୟକ୍ରମ, ଉତ୍ସବ ଏବଂ ବଡ଼ ସମାବେଶ ସମୟରେ ସୁବିଧାଜନକ ଏବଂ ସ୍ୱଚ୍ଛ ଶୌଚାଳୟ ସୁବିଧା ଯୋଗାଇବା ପାଇଁ ଡିଜାଇନ୍ କରାଯାଇଥିବା ଏକ ମୋବାଇଲ୍ ସାନିଟେସନ୍ ୟୁନିଟ୍ ଆରମ୍ଭ କରିଛି। ସୋମବାର ଭୁବନେଶ୍ୱରରେ ଜିନ୍ଦଲ ଫାଉଣ୍ଡେସନର ଅଧ୍ୟକ୍ଷା ଶାଲୁ ଜିନ୍ଦଲ ଏବଂ ବିଏମସିର ମେୟର ସୁଲୋଚନା ଦାସ ଆନୁଷ୍ଠାନିକ ଭାବରେ ଏହି ଗାଡ଼ିକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଜିନ୍ଦଲ … Read more