ଶ୍ରୀମନ୍ଦିର ଭିତରୁ ଡାଲ୍ଡା ଘିଅ ଜବତ
ପୁରୀ : ଶ୍ରୀମନ୍ଦିର ଭିତରୁ ଡାଲ୍ଡା ଘିଅ ଜବତକରାଯାଇଛି । ଏନେଇ ଜନୈକ ମହାସୁଆର ସେବକଙ୍କୁ ପଚରାଉଚରା କରାଯାଇଛି ।ଏହି ଘଟଣା ପରେ କୌଣସି ପ୍ରକାର ବିଶୃଙ୍ଖଳାକୁ ବରଦାସ୍ତ କରାଯିବ ନାହିଁ ବୋଲି କହିଛନ୍ତି ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ । ଶ୍ରୀମନ୍ଦିର ଭିତରେ କେବଳ ଓମ୍ଫେଡ୍ ଘିଅ ବ୍ୟବହାର ପାଇଁ ନିର୍ଦ୍ଦେଶ ରହିଛି lସୂଚନା ଥାଉକି ପୂର୍ବରୁ ଶ୍ରୀମନ୍ଦିର ମଧ୍ୟକୁ ଓମଫେଡ ବ୍ୟତୀତ ଯେପରି ଅନ୍ୟ କୌଣସି ଘିଅ ପ୍ରବେଶ ନ କରେ, ସେଥିପ୍ରତି ପଦକ୍ଷେପ … Read more