ଟ୍ରେନରେ ମଧୁମେହ ରୋଗୀଙ୍କୁ ମିଳିବ ସ୍ୱତନ୍ତ୍ର ଖାଦ୍ୟ
ନୂଆଦିଲ୍ଲୀ: ଦେଶରେ ମଧୁମେହ ରୋଗର ବୃଦ୍ଧିକୁ ଦୃଷ୍ଟିରେ ରଖି ରେଳ ବୋର୍ଡ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ବନ୍ଦେ ଭାରତ ଏକ୍ସପ୍ରେସ, ରାଜଧାନୀ ଏକ୍ସପ୍ରେସ, ଶତାବ୍ଦୀ ଏକ୍ସପ୍ରେସ ଏବଂ ଦୂରନ୍ତ ଏକ୍ସପ୍ରେସ ଭଳି ପ୍ରିମିୟମ୍ ଟ୍ରେନଗୁଡ଼ିକ ଏବେ ମଧୁମେହ ରୋଗୀଙ୍କ ପାଇଁ ସ୍ୱତନ୍ତ୍ର ଖାଦ୍ୟ ବିକଳ୍ପ ପ୍ରଦାନ କରିବ। ଏହାର ଅର୍ଥ ହେଉଛି ଆପଣ ଟିକେଟ୍ ବୁକ୍ କରିବା ସମୟରେ ମଧୁମେହ ରୋଗୀଙ୍କ ପାଇଁ ଖାଦ୍ୟ ଚାହୁଁଛନ୍ତି କି ନାହିଁ ତାହା ବାଛିପାରିବେ।ଯେଉଁମାନେ ମଧୁମେହ ଭଳି ରୋଗରେ … Read more