ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ: ଓଡ଼ିଶା ଭିଜନ ୨୦୩୬ ଓ ୨୦୪୭ ଲକ୍ଷ୍ୟ ହାସଲ ନେଇ ଆଲୋଚନା
ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି । ବିକଶିତ ଓଡ଼ିଶା ୨୦୩୬ ଓ ୨୦୪୭ ଲକ୍ଷ୍ୟ ରଖି ପ୍ରସ୍ତୁତି ହୋଇଥିବା ୨ ବର୍ଷିଆ ଆକ୍ସନ ପ୍ଲାନର କାର୍ଯ୍ୟକାରିତା ନେଇ ନିୟମିତ ସମୀକ୍ଷା କରିବାକୁ ମୁଖ୍ୟ ଶାସନ ସଚିବ ପରାମର୍ଶ ଦେଇଛନ୍ତି । ଓଡ଼ିଶାର ଦୀର୍ଘମିଆଦୀ ଲକ୍ଷ୍ୟ ହାସଲ ପାଇଁ ଏଥିପ୍ରତି ସମସ୍ତ ବିଭାଗମାନେ ଗୁରୁତ୍ୱ ଦେବାକୁ ପରାମର୍ଶ ଦେଇଥିଲେ । ବିଭିନ୍ନ ବିଭାଗରେ ଖାଲିଥିବା ପଦବୀ ପୂରଣ ସଂପର୍କରେ ନିଯୁକ୍ତି … Read more