ଏସସିବି ମେଡିକାଲ ଆଇସିୟୁରେ ବେଡ ବାଡ଼ା ଭାଙ୍ଗି ଗଳିପଡିଲେ ରୋଗୀ
କଟକ: କଟକ ଏସସିବି ମେଡିକାଲର ଆଇସିୟୁ ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗରେ ଚିକିତ୍ସା ଚାଲିଥିବା ସମୟରେ ଜଣେ ମହିଳା ରୋଗୀ ବେଡ୍ ରୁ ବାଡା ଭାଙ୍ଗି ତଳକୁ ଖସିପଡିଥିବା ଖବର ମିଳିଛି । ଆଇସିୟୁ ଭିତରେ ରୋଗୀ ମାନଙ୍କୁ କେମିତି ଅବହେଳା କରାଯାଉଛି ତାର ନଗ୍ନ ଚିତ୍ର ସାମ୍ନାକୁ ଆସିଛି । ମହିଳା ରୋଗୀ ଜଣକ ବେଡ୍ ରୁ ଖସିପଡୁଥିବା ବେଳେ କେହି ଜଣେ ଏହାକୁ ମୋବାଇଲରେ ଭିଡିଓ କରିଛନ୍ତି । ଯାହାର ଦୃଶ୍ୟ ଏବେ ସୋସିଆଲ ମିଡ଼ିଆରେ … Read more