ବନ୍ୟା କ୍ଷୟକ୍ଷତି ନେଇ ରାଜସ୍ବ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ ଅନୁଷ୍ଠିତ
ଭୁବନେଶ୍ୱର: ବନ୍ୟା କ୍ଷୟକ୍ଷତି ନେଇ ରାଜସ୍ବ ମନ୍ତ୍ରୀଙ୍କ ଗୁରୁତ୍ଵପୂର୍ଣ୍ଣ ବୈଠକ ଶୁକ୍ରବାର ଲୋକସେବା ଭବନରେ ଅନୁଷ୍ଠିତ ହୋଇଛି। ବୈଠକ ପରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ଓଡ଼ିଶାର ମୋଟାମୋଟି ୨୨ ଜିଲ୍ଲା ଆଂଶିକ ଓ ବ୍ୟାପକ ଭାବେ ପ୍ରଭାବିତ ହୋଇଥିଲା। ସ୍ଥିତି ଏବେ ସ୍ୱାଭାବିକ ଅବସ୍ଥାକୁ ଆସିଛି। ପାଣିପାଗ ବିଭାଗର ପୂର୍ବ ଅନୁମାନ ଅନୁଯାୟୀ ମୟୂରଭଞ୍ଜ ଓ କିଛି ଜିଲ୍ଲାରେ ପ୍ରବଳ ବର୍ଷା ୭୦ ରୁ ୧୧୦ ମିମି ପର୍ଯ୍ୟନ୍ତ ହେବା ନେଇ ସୂଚନା ରହିଛି। … Read more