ମୁଖ୍ୟମନ୍ତ୍ରୀଙ୍କୁ ଷଷ୍ଠ ରାଜ୍ୟ ଅର୍ଥ କମିଶନଙ୍କ ରିପୋର୍ଟ ପ୍ରଦାନ
ଭୁବନେଶ୍ୱର:ଷଷ୍ଠ ରାଜ୍ୟ ଅର୍ଥ କମିଶନର ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଚୂଡ଼ାନ୍ତ ରିପୋର୍ଟ ପ୍ରଦାନ କରିଛନ୍ତି। ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ, ଓଡ଼ିଶାର ଆର୍ଥିକ ମାନଦଣ୍ଡ, ପଞ୍ଚାୟତ ସ୍ତରର ଢାଞ୍ଚା ପରିବର୍ତ୍ତନ, ଜନସାଧାରଣଙ୍କ ଜୀବନଧାରଣାର ମାନ ବୃଦ୍ଧି, ପ୍ରତ୍ୟେକ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳର ସ୍ଥିତି ସୁଧାରିବାକୁ ତତ୍ସହିତ ସମୃଦ୍ଧ ଓଡ଼ିଶାର ଭିତ୍ତି ସୁଦୃଢ଼ କରିବାକୁ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ।ସୂଚନା ଯୋଗ୍ୟଯେ, କମିଶନଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ରିପୋର୍ଟରେ ଏକ ପୂର୍ବାନୁମାନଯୋଗ୍ୟ ଏବଂ … Read more