ବିମାନ ସଂଖ୍ୟା ୫ ପ୍ରତିଶତ କମାଇବାକୁ ଇଣ୍ଡିଗୋକୁ ସରକାରଙ୍କ ନିର୍ଦ୍ଦେଶ
ନୂଆଦିଲ୍ଲୀ: ଇଣ୍ଡିଗୋ ବିରୁଦ୍ଧରେ କେନ୍ଦ୍ର ସରକାରଙ୍କ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି । ଇଣ୍ଡିଗୋକୁ ଶୀତକାଳୀନ ବିମାନ ସଂଖ୍ୟା ୫% କମାଇବାକୁ DGCA ନିର୍ଦ୍ଦେଶ ଦେଇଛି। ପରିଚାଳନା ଅକ୍ଷମତା ଯୋଗୁଁ ୨୦୨୫ ଶୀତ ସିଡ୍ୟୁଲ୍ କମାଇବାକୁ ନିର୍ଦ୍ଦେଶ। ଇଣ୍ଡିଗୋ ପୂର୍ବ ଶୀତ ସିଡ୍ୟୁଲ୍ ତୁଳନାରେ ଡିପାର୍ଚର୍ ୯%ରୁ ଅଧିକ ବଢ଼ାଇଥିଲା। କିନ୍ତୁ ଅନୁମୋଦିତ ସଂଖ୍ୟାରୁ ବହୁତ କମ୍ ବିମାନ ପରିଚାଳନା କରୁଥିଲା। ଇଣ୍ଡିଗୋ ଦୈନିକ ୨୨୦୦ ଘରୋଇ ଓ ଅନ୍ତର୍ଜାତୀୟ ବିମାନ ଉଡ଼ାଣ କରେ। ନୂଆ ନିର୍ଦ୍ଦେଶ ଅନୁସାରେ … Read more