କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସା ଅବହେଳାରୁ ଶିଶୁର ମୃତ୍ୟୁ, ଅଭିଯୋଗ ଆଣିଲା ପରିବାର

ଭୁବନେଶ୍ୱର : ଚିକିତ୍ସା ଅବହେଳାରୁ ଶିଶୁର ମୃତ୍ୟୁ ହୋଇଥିବା ଅଭିଯୋଗ ଆଣିଛନ୍ତି ମୃତଶିଶୁର ବାପା । ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଶିଶୁମୃତ୍ୟୁରୁ ଉତ୍ତେଜନା । କ୍ୟାପିଟାଲ ହସ୍ପିଟାଲର ଶିଶୁ ବିଭାଗ ବାହାରେ ଡାକ୍ତରଙ୍କ ଗିରଫ ଦାବିରେ ପ୍ରତିବାଦ କରୁଛନ୍ତି । ଭୁଲ ଇଞ୍ଜେକସନ ଯୋଗୁ ୧୩ମାସର ଛୁଆର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ଶିଶୁର ଦେହ ଖରାପ ଥିବାରୁ ସାଲିଆସାହିରୁ ଆସିଥିବା ପରିବାରଲୋକେ ତାକୁ କ୍ୟାପିଟାଲ ହସପିଟାଲରେ ଭର୍ତ୍ତି କରିଥିଲେ। ଚିକିତ୍ସା ପରେ ଘରକୁ ଫେରିଯାଇଥିଲେ … Read more

ସରିଲା ରତ୍ନଭଣ୍ଡାର ମରାମତି; ଆସନ୍ତାକାଲି ଅଳଙ୍କାର ସ୍ଥାନାନ୍ତର

ପୁରୀ: ରତ୍ନଭଣ୍ଡାର ମରାମତି କାମ ସମ୍ପୂର୍ଣ୍ଣ ହୋଇଥିବାରୁ ଶ୍ରୀଜିଉଙ୍କର ସମସ୍ତ ଅଳଙ୍କାର ଓ ମୂଲ୍ୟବାନ ସାମଗ୍ରୀ ଆସନ୍ତାକାଲି ଏହି ରତ୍ନଭଣ୍ଡାରକୁ ସ୍ଥାନାନ୍ତର କରାଯିବ। ମାର୍ଗଦର୍ଶିକା ଅନୁସାରେ ରତ୍ନାଳଙ୍କାର ସ୍ଥାନାନ୍ତର କରାଯିବ। ଏଥିପାଇଁ ଆସନ୍ତାକାଲି ସକାଳ ୧୦ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିର ନାଟମଣ୍ଡପ ଓ ଜଗମୋହନ ଶୋଧ କରାଯିବ। ମୁଖ୍ୟ ଦେଉଳ ତଥା ଝୁଲଣ ମଣ୍ଡପ ପରିସରକୁ ପ୍ରବେଶ ବନ୍ଦ ରହିବ। ରତ୍ନାଳଙ୍କାର ସ୍ଥାନାନ୍ତର ଯାଏଁ କଟକଣା ବଳବତ୍ତର ରହିବ। ରତ୍ନାଳଙ୍କାର ସ୍ଥାନାନ୍ତର ପରେ ଦର୍ଶନ … Read more

ଦେଶବାସୀ ଙ୍କୁ ସମ୍ବୋଧିତ କଲେ ମୋଦି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ଦେଶବାସୀଙ୍କୁ ସମ୍ବୋଧିତ କରି ସମସ୍ତଙ୍କୁ ନବରାତ୍ରୀର ଶୁଭେଚ୍ଛା ଜଣାଇଥିଲେ । ଏଥିସହ GST ସଂସ୍କାର ସୋମବାର ସୂର୍ଯ୍ୟୋଦୟରୁ କାର୍ଯ୍ୟକାରୀ ହେବାକୁ ଯାଉଥିବାରୁ ‘GST ସଞ୍ଚୟ ଉତ୍ସବ’ ପାଳନ ଲାଗି ଦେଶବାସୀଙ୍କୁ ଆହ୍ବାନ ଦେଇଛନ୍ତି। ଏହି ଭାଷଣ ସମୟରେ ପ୍ରଧାନମନ୍ତ୍ରୀ ମୋଦୀ ସ୍ୱଦେଶୀ ଉତ୍ପାଦର ଗୁରୁତ୍ୱ ଉପରେ ଗୁରୁତ୍ୱାରୋପ କରିଥିଲେ ଏବଂ ଲୋକମାନଙ୍କୁ ସେଗୁଡ଼ିକୁ ବ୍ୟବହାର କରିବାକୁ ଅନୁରୋଧ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି, “ଏହି ଉତ୍ସବ ଋତୁ ସମସ୍ତଙ୍କ ପାଇଁ … Read more

ପ୍ରଦୀପ ଜେନା ଭୁବନେଶ୍ବର କ୍ଲବର ସଭାପତି ଭାବେ ନିର୍ବାଚିତ

ଭୁବନେଶ୍ଵର: ଭୁବନେଶ୍ଵର କ୍ଲବର ନୂତନ ସଭାପତି ଭାବରେ ନିର୍ବାଚିତ ହୋଇଛନ୍ତି ଓଡ଼ିଶାର ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା । ନିକଟତମ ପ୍ରତିଦ୍ୱନ୍ଦୀ ତଥା ଅନ୍ୟତମ ପୂର୍ବତନ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କୁ ପରାସ୍ତ କରିଛନ୍ତି ପ୍ରଦୀପ । ଅସିତଙ୍କୁ ୧୮ ଖଣ୍ଡ ଭୋଟ ବ୍ୟବଧାନରେ ପରାସ୍ତ କରି ବିଜୟୀ ହୋଇଛନ୍ତି ପ୍ରଦୀପ । ଚଳିତ ଥର ନିର୍ବାଚନରେ ୭୪ ପ୍ରତିଶତ ମତଦାନ ହୋଇଛି । ଭୁବନେଶ୍ବର କ୍ଲବର ବିଭିନ୍ନ ପଦବୀ ପାଇଁ … Read more

ପାକିସ୍ତାନକୁ ୬ ୱିକେଟରେ ହରାଇଲା ଭାରତ

ନୂଆଦିଲ୍ଲୀ: ଏସିଆ କପ୍‌ କ୍ରିକେଟ୍‌ର ସୁପର ୪ ମ୍ୟାଚରେ ଭାରତର ଦମ୍‌ଦାର ବିଜୟ ହୋଇଛି । ପାକିସ୍ତାନକୁ ପୁଣି ଥରେ ଭାରତ ପରାସ୍ତ କରିଛି । ଟସ୍‌ ଜିତି ଭାରତ ବୋଲିଂ କରିବା ପାଇଁ ନିଷ୍ପତ୍ତି ନେଇଥିଲା । ପାକିସ୍ତାନର ଓପନିଂ ବ୍ୟାଟର୍‌ ଭଲ ଖେଳ ପ୍ରଦର୍ଶନ କରିଥିଲେ । ମାତ୍ର ଭାରତ ବୋଲରମାନ ପାକିସ୍ତାନର ମିଡିଲ୍‌ ଅଡର୍‌କୁ ନିୟନ୍ତ୍ରଣ କରିବାରେ ସଫଳ ହୋଇଥିଲେ । ପାକିସ୍ତାନର ଓପନର୍‌ ସାହିବଜାଦା ଫରହାନ୍‌ ସର୍ବାଧିକ ୫୮ ରନ୍‌ କରିଥିଲେ … Read more

ବାଣଗୋଦାମରେ ବିସ୍ଫୋରଣ

ବୌଦ୍ଧ: ଜିଆକଟା ଓ ଛତ୍ରପୁର ଗାଁ ମଧ୍ୟ ଭାଗରେ ବିସ୍ଫୋରଣରେ ଭୁଶୁଡିଲା ଘର । ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୮ରୁ ଅଧିକ ଗୁରୁତର ଆହତ ହୋଇଛନ୍ତି । ଭୟଙ୍କର ବିସ୍ଫୋରଣରେ ଘର ସଂପୂର୍ଣ୍ଣ ଭାବେ ମାଟିରେ ମିଶି ଯାଇଛି । ଭଙ୍ଗା ଘର ତଳେ ଲୋକେ ଚାପି ହୋଇ ରହିଥିବା ସନ୍ଦେହ କରାଯାଉଛି । ପୋଲିସ ଓ ଅଗ୍ନିଶମ କର୍ମଚାରୀଙ୍କ ଦ୍ୱାରା ଉଦ୍ଧାର କାର୍ଯ୍ୟ ଜାରି ରହିଛି । କ୍ଷତିପୂରଣ ଦାବିରେ ଜିଆକଟା, ଛତ୍ରପୁର, … Read more

‘ନିଶା ମୁକ୍ତ ଭାରତ’ ପାଇଁ ରାଜଧାନୀରେ ଗଣଦୌଡ଼

ଭୁବନେଶ୍ୱର: ଆଜି ସକାଳୁ ରାଜଧାନୀରେ ‘ନିଶା ମୁକ୍ତ ଭାରତ’ ପାଇଁ କଳିଙ୍ଗ ଷ୍ଟାଡିୟମ୍‌ ଠାରୁ ଜନତା ମଇଦାନ ପର୍ଯ୍ୟନ୍ତ ଗଣଦୌଡ଼ ଆୟୋଜନ ହୋଇଥିଲା । ଏହାର ଶୁଭାରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହାପରେ ନିଜେ ମୁଖ୍ୟମନ୍ତ୍ରୀ ମଧ୍ୟ ଗଣଦୌଡରେ ଦୌଡିଥିବା ଦେଖିବାକୁ ମିଳିଥିଲା । ତେବେ ମୁଖ୍ୟମନ୍ତ୍ରୀଙ୍କ ସହ ଏହି ଗଣଦୌଡରେ ମନ୍ତ୍ରୀ, ନେତା, ଯୁବଗୋଷ୍ଠୀ ଓ ଛାତ୍ରଛାତ୍ରୀମାନେ ସାମିଲ ହୋଇଥିଲେ । ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ମହତ ବାର୍ତ୍ତା ନେଇ ଏହି … Read more

ଭୁବନେଶ୍ୱର କ୍ଲବ ନିର୍ବାଚନରେ ଦୁଇ ପୂର୍ବତନ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ଭୁବନେଶ୍ୱର କ୍ଲବର ପରବର୍ତ୍ତୀ ସଭାପତି କିଏ ହେବେ ତାହା ଉପରେ ସମସ୍ତଙ୍କ ନଜର । ହେଭିୱେଟ ଅସୀତ ତ୍ରିପାଠୀ ତୃତୀୟ ଥର ନିର୍ବାଚନ ଲଢୁଛନ୍ତି। ପୂର୍ବରୁ ୨ ଥର ଭୁବନେଶ୍ବର କ୍ଲବ ସଭାପତି ରହିଥିବା ବେଳେ ଏଥର ଜିତିଲେ ହ୍ୟାଟ୍ରିକ କରିବେ। ଅନ୍ୟପଟେ ଅବସର ପରେ ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗର ଅଧ୍ୟକ୍ଷ ପଦ ସମ୍ଭାଳିଥିବା ପ୍ରଦୀପ ଜେନା ପ୍ରଥମ ଥର କ୍ଲବ ନିର୍ବାଚନକୁ ଓହ୍ଲାଇଛନ୍ତି। ଶନିବାର ନିର୍ବାଚନ ପାଇଁ ଇ-ଭୋଟିଂ ଅନୁଷ୍ଠିତ ହୋଇଥିଲେ ମଧ୍ୟ, … Read more

ସରକାରୀ ଚାକିରି ନାଁରେ ୫୦ରୁ ଅଧିକ ଆଶାୟୀଙ୍କୁ ଲୁଟିଲେ

ଭୁବନେଶ୍ୱର: କାହାକୁ ପୁଲିସରେ ତ କାହାକୁ ବ୍ୟାଙ୍କ୍‌ରେ । ପୁଣି କାହାକୁ ରେଲ୍‌ୱେ ତ କାହାକୁ ଲୋକସେବା ଭବନରେ ଏଏସ୍‌ଓ ଚାକିରି କରାଇଦେବାକୁ କହୁଥିଲେ । ପୁଲିସ ପୋଷାକ ସାଙ୍ଗକୁ ସରକାରୀ ଛାପା ବାଜିଥିବା ପରିଚୟପତ୍ର । ବଡ଼ ବଡ଼ ଅଧିକାରୀଙ୍କ ସହ ଫଟୋ ଦେଖାଇ ଲୋକଙ୍କ ବିଶ୍ବାସ ଭାଜନ କରୁଥିଲେ । ଫଳରେ ପୁଲିସ ଚେହେରା ତଳେ ଲୁଚିରହିଥିବା ଅପରାଧୀ ମୁଖାକୁ ଚିହ୍ନିବା କାଠିକର ପାଠ ହୋଇପଡ଼ିଥିଲା । ଗତ ୩ବର୍ଷ ଧରି ରାଜଧାନୀରୁ ସାରା … Read more

ସ୍ମୃତି ମନ୍ଧାନାଙ୍କ ଅବିସ୍ମରଣୀୟ ବିରଳ ରେକର୍ଡ

ନୂଆଦିଲ୍ଲୀ : ଭାରତୀୟ ମହିଳା କ୍ରିକେଟ ଟିମର ଷ୍ଟାର ବ୍ୟାଟର ସ୍ମୃତି ମନ୍ଧାନା ଙ୍କ ବିରଳ ରେକର୍ଡ । କୌଣସି ପୁରୁଷ କିମ୍ବା ମହିଳା କ୍ରିକେଟର ଯେଉଁ ରେକର୍ଡ କରି ପାରି ନଥିଲେ, ତାହା ସ୍ମୃତି ମନ୍ଧାନା କରି ଦେଖାଇଛନ୍ତି। ମାତ୍ର ୫୦ଟି ବଲରେ ଶତକ ହାସଲ କରିଛନ୍ତି ସ୍ମୃତି ମନ୍ଧାନା। ତାଙ୍କ ପୂର୍ବରୁ ଦିନିକିଆ କ୍ରିକେଟରେ କୌଣସି ଭାରତୀୟ(ଉଭୟ ପୁରୁଷ ଓ ମହିଳା) ଏପରି ଦ୍ରୁତତମ ଶତକ ହାସଲ କରି ନଥିଲେ। ଶନିବାର ଅଷ୍ଟ୍ରେଲିଆ ବିପକ୍ଷ … Read more