ପୂର୍ବ ସରକାରରେ ପାନୀୟ ଜଳ ପ୍ରକଳ୍ପ ଦୁର୍ନୀତି,ଏବେ ନଳ ଆଉ ଜଳ ଅଛି
ଭୁବନେଶ୍ୱର: ବିଧାନସଭା ଶୀତ ଅଧିବେଶନର ଆଜି ଚତୁର୍ଥ ଦିନ। ଆଜି ପୂର୍ବ ସରକାର ଉପରେ ବର୍ଷିଛନ୍ତି ପଞ୍ଚାୟତରାଜ ଓ ପାନୀୟ ଜଳ ମନ୍ତ୍ରୀ ରବି ନାରାୟଣ ନାଏକ । ମେଗା ପାନୀୟ ଜଳ ପ୍ରୋଜେକ୍ଟ ଦୁର୍ନୀତି ନେଇ ବିଜେଡିକୁ ଟାର୍ଗେଟ୍ କଲେ। ପୂର୍ବ ସରକାରରେ ନଳ ଥିଲା ଜଳ ନଥିଲା, ଏବେ ନଳ ଆଉ ଜଳ ଅଛି । ୨୦୨୪ ଜୁନ୍ ସୁଦ୍ଧା ବିଜେଡି ୩ଟି ମେଗା ପାଇପ୍ ଜଳ ଯୋଗାଣ ପ୍ରକଳ୍ପ କରିଥିଲେ । ଆମେ … Read more