ସିପି ରାଧାକ୍ରିଷ୍ଣନ୍ ଙ୍କୁ ଶପଥ ପାଠ କରାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ନୂଆଦିଲ୍ଲୀ: ଆଜି ରାଷ୍ଟ୍ରପତି ଭବନରେ ଏକ ସମାରୋହରେ ଭାରତର ୧୫ତମ ଉପରାଷ୍ଟ୍ରପତି ଭାବରେ ସିପି ରାଧାକ୍ରିଷ୍ଣନ୍ ଶପଥ ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସକାଳ ୧୦.୧୦ ମିନିଟରେ ତାଙ୍କୁ ଶପଥ ପାଠ କରାଇଛନ୍ତି। ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ)ର ଜଣେ ସକ୍ରିୟ ସଦସ୍ୟ ଥିବା ତାମିଲନାଡୁର ବରିଷ୍ଠ ବିଜେପି ନେତା ୬୭ ବର୍ଷୀୟ ରାଧାକୃଷ୍ଣନ ୪୫୨ ଭୋଟ ପାଇ ଉପ-ରାଷ୍ଟ୍ରପତି ନିର୍ବାଚନରେ ବିଜୟୀ ହୋଇଛନ୍ତି। ତାଙ୍କ ପ୍ରତିଦ୍ୱନ୍ଦ୍ୱୀ, ବିରୋଧୀ ଇଣ୍ଡିଆ ବ୍ଲକ୍ ପ୍ରାର୍ଥୀ ଏବଂ ପୂର୍ବତନ … Read more