ନବୀନଙ୍କୁ ଭେଟିଲେ କଳିକେଶ ସିଂହଦେଓ
ଭୁବନେଶ୍ୱର:ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକଙ୍କୁ ଆଜି ନବୀନ ନିବାସରେ ଭେଟିବା ପରେ ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂହଦେଓ କହିଛନ୍ତି ଯେ ନବୀନଙ୍କ ପରେ କୌଣସି ଲିଡରସିପ୍ର ପ୍ରଶ୍ନ ଉଠୁନି । ନବୀନଙ୍କ ସହ ପୂରା ବିଜୁ ଜନତା ଦଳ ରହିଛି ବୋଲି ସେ କହିଛନ୍ତି । ଦଳ ତାଙ୍କୁ ଯାହା ଦାୟିତ୍ୱ ଦେବ ତାହା ନିର୍ବାହ କରିବେ ବୋଲି କଳିକେଶ କହିଛନ୍ତି । ୨୪ ବର୍ଷ ଧରି ରାଜ୍ୟକୁ ଗୋଲ୍ଡେନ୍ ପିରିୟଡ୍ ନବୀନ … Read more