ଚିପ୍ସ ପ୍ୟାକେଟରେ ଥିବା ଖେଳନା ନେଲା ଶିଶୁର ଜୀବନ…
ଦାରିଙ୍ଗବାଡ଼ି: ଚିପ୍ସ ପ୍ୟାକେଟରେ ଥିବା ଖେଳନା ଗିଳି ଚାଲିଗଲା ୪ ବର୍ଷ ଶିଶୁର ଜୀବନ। ବ୍ରାହ୍ମଣୀଗାଁ ଥାନା ମୁସୁମାହାପଡ଼ାରେ ଅଭାବନୀୟ ଘଟଣା । ମୃତ ଶିଶୁ ହେଲେ ବ୍ରାହ୍ମଣୀଗାଁ ଥାନା ତାଜୁଙ୍ଗିଆ ପଞ୍ଚାୟତ ଶିକରମାହା ଗ୍ରାମ ନିକଟ ମୁସୁମାହା ପଡାର ରଞ୍ଜିତ ପ୍ରଧାନଙ୍କ ୪ ବର୍ଷର ଶିଶୁ ବିଗିଲ ପ୍ରଧାନ।ମିଳିଥିବା ଖବର ଅନୁସାରେ, ସବୁଦିନ ଭଳି ବିଗିଲଙ୍କ ବାପା ଏକ ଚିପ୍ସ ପ୍ୟାକେଟ ପୁଅ ପାଇଁ ନେଇ ରଖିଥିଲେ। ଶିଶୁଟି ବାପାମାଆଙ୍କ ସହ ଯାଇ ମକା ଖେତରେ … Read more