ଗୁଜରାଟରୁ ତିନି ଆତଙ୍କବାଦୀ ଗିରଫ
ଗୁଜୁରାଟ: ଗୁଜରାଟର ଆତଙ୍କବାଦ ନିରୋଧୀ ସ୍କ୍ୱାଡ୍ ଓ କେନ୍ଦ୍ରୀୟ ସୁରକ୍ଷା ଏଜେନ୍ସୀଗୁଡ଼ିକର ମିଳିତ ଉଦ୍ୟମରେ ୩ ଜଣ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ଆତଙ୍କବାଦୀ ସଂଗଠନ ଆଇଏସ୍ଆଇଏସ୍ ସହିତ ଏହି ୩ ଜଣଙ୍କର ସଂପର୍କ ଥିବା ବେଳେ ସେମାନେ ଦେଶର ବିଭିନ୍ନ ସ୍ଥାନରେ ଆକ୍ରମଣ କରିବାକୁ ଯୋଜନା କରିଥିଲେ ବୋଲି ଏଟିଏସ୍ କହିଛି। ଗିରଫ ଆତଙ୍କବାଦୀମାନେ ହେଉଛନ୍ତି, ଅହମଦ ମୋହିଉଦ୍ଦୀନ ସୈୟଦ, ମହମ୍ମଦ ସୁହେଲ ଓ ଆଜାଦ ସୈଫୀ। ୩୫ ବର୍ଷୀୟ ଅହମଦ ମୋହିଉଦ୍ଦୀନ ସୈୟଦ ଜଣେ ଡାକ୍ତର। … Read more