ବିହାର ନିର୍ବାଚନ ଓ ଉପନିର୍ବାଚନ: ନୀରବ ଅବଧି (Silence Period) ରେ ନିର୍ବାଚନ ସମ୍ପର୍କୀୟ ବିଷୟବସ୍ତୁ ଓ Exit Poll ପ୍ରଦର୍ଶନ ନିଷେଧ

ନୂଆଦିଲ୍ଲୀ : ଭାରତ ନିର୍ବାଚନ ଆୟୋଗ (ECI) ୨୦୨୫ ଅକ୍ଟୋବର 6 ତାରିଖରେ ବିହାର ବିଧାନସଭା ନିର୍ବାଚନ ଓ ଉପନିର୍ବାଚନ ପାଇଁ ତାରିଖ ଘୋଷଣା କରିଥିଲେ। ବିହାରରେ ଦୁଇ ପର୍ଯ୍ୟାୟରେ ନିର୍ବାଚନ ହେବ । ପ୍ରଥମ ପର୍ଯ୍ୟାୟ ନଭେମ୍ବର ୬, ୨0୨୫ ଓ ଦ୍ୱିତୀୟ ପର୍ଯ୍ୟାୟ ନଭେମ୍ବର ୧୧, ୨୦୨୫ ରେ ଅନୁଷ୍ଠିତ ହେବ । ଜନପ୍ରତିନିଧି ଆଇନ, ୧୯୫୧ (Representation of the People Act, 1951) ର ଧାରା ୧୨୬(୧)(b) ଅନୁଯାୟୀ ନିର୍ବାଚନ ସମୟରେ … Read more

ଟ୍ରେନରେ ମଧୁମେହ ରୋଗୀଙ୍କୁ ମିଳିବ ସ୍ୱତନ୍ତ୍ର ଖାଦ୍ୟ

ନୂଆଦିଲ୍ଲୀ: ଦେଶରେ ମଧୁମେହ ରୋଗର ବୃଦ୍ଧିକୁ ଦୃଷ୍ଟିରେ ରଖି ରେଳ ବୋର୍ଡ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ବନ୍ଦେ ଭାରତ ଏକ୍ସପ୍ରେସ, ରାଜଧାନୀ ଏକ୍ସପ୍ରେସ, ଶତାବ୍ଦୀ ଏକ୍ସପ୍ରେସ ଏବଂ ଦୂରନ୍ତ ଏକ୍ସପ୍ରେସ ଭଳି ପ୍ରିମିୟମ୍ ଟ୍ରେନଗୁଡ଼ିକ ଏବେ ମଧୁମେହ ରୋଗୀଙ୍କ ପାଇଁ ସ୍ୱତନ୍ତ୍ର ଖାଦ୍ୟ ବିକଳ୍ପ ପ୍ରଦାନ କରିବ। ଏହାର ଅର୍ଥ ହେଉଛି ଆପଣ ଟିକେଟ୍ ବୁକ୍ କରିବା ସମୟରେ ମଧୁମେହ ରୋଗୀଙ୍କ ପାଇଁ ଖାଦ୍ୟ ଚାହୁଁଛନ୍ତି କି ନାହିଁ ତାହା ବାଛିପାରିବେ।ଯେଉଁମାନେ ମଧୁମେହ ଭଳି ରୋଗରେ … Read more

କୋଟାରେ ଓଡ଼ିଆ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ

ଭୁବନେଶ୍ୱର: ରାଜସ୍ଥାନ କୋଟାରେ ନିଟ୍‌ କୋଚିଂ ନେଉଥିଲେ ମୃତ ଛାତ୍ର। ସଂପୃକ୍ତ ଛାତ୍ର ଗଞ୍ଜାମ ଜିଲ୍ଲା ଜରଡା ଥାନା ଅଭୟପୁରର ରୋଶନ କୁମାର ପାତ୍ର । ସେ ମାତ୍ର ୪ ମାସ ତଳେ କୋଚିଂ ନେବାକୁ ରାଜସ୍ଥାନର କୋଟା ଯାଇଥିଲେ। ନିଜର ଜଣେ ସମ୍ପର୍କୀୟ ଭାଇଙ୍କ ସହ କୋଟାରେ ଗୋଟିଏ ରୁମରେ ରହୁଥିଲେ । ରାତିରେ ଉଭୟ ଖାଦ୍ୟ ଖାଇଥିଲେ ଏବଂ ସକାଳେ ମଧ୍ୟ ଉଭୟଙ୍କ ମଧ୍ୟରେ କଥାବାର୍ତ୍ତା ହୋଇଥିଲା । ଏହାପରେ ସମ୍ପର୍କୀୟ ଭାଇ କୋଚିଂ … Read more

‘ମନ୍‌ କି ବାତ୍‌’ରେ କୋରାପୁଟ କଫିକୁ ପ୍ରଶଂସା କଲେ ମୋଦି…

ନୂଆଦିଲ୍ଲୀ: ‘ମନ୍‌ କି ବାତ୍‌’ କାର୍ଯ୍ୟକ୍ରମରେ କୋରାପୁଟ କଫିକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସେ କହିଛନ୍ତି, ଓଡ଼ିଶାର କୋରାପୁଟ କଫି ଅତ୍ୟନ୍ତ ସ୍ବାଦିଷ୍ଟ। କୋରାପୁଟ କଫି ହେଉଛି ଓଡ଼ିଶାର ଗୌରବ। ଚାକିରି ଛାଡ଼ି କଫି ଚାଷରେ ଅନେକ ଲୋକ ମନ ବଳାଉଛନ୍ତି। କଫି ଚାଷରେ ମହିଳାଙ୍କ ସହଭାଗିତାକୁ ମଧ୍ୟ ପ୍ରଧାନମନ୍ତ୍ରୀ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ସ୍ୱାଦ ବ୍ୟତୀତ, କଫି ଚାଷ ମଧ୍ୟ ଲୋକଙ୍କୁ ଲାଭ ଦେଉଛି। କୋରାପୁଟରେ ଏପରି ଲୋକ ଅଛନ୍ତି ଯେଉଁମାନେ … Read more

ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ସରକାର ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ

ଭୁବନେଶ୍ୱର:ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ପୂର୍ବ ପ୍ରସ୍ତୁତି ସମ୍ପର୍କିତ ବୈଠକ ଅନୁଷ୍ଠିତ ହୋଇଯାଇଛି । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ସ୍ୱତନ୍ତ୍ର ରିଲିଫ୍‌ କମିଶନର ଶ୍ରୀ ଦେଓରଞ୍ଜନ କୁମାର ସିଂ ସମ୍ଭାବ୍ୟ ବାତ୍ୟାରେ ପ୍ରଭାବିତ ହେବାକୁ ଥିବା ଜିଲ୍ଲାଗୁଡ଼ିକର ଜିଲ୍ଲାପାଳମାନଙ୍କ ସହ ବାତ୍ୟାପୂର୍ବ ପ୍ରସ୍ତୁତି ସମ୍ପର୍କରେ ବିଶଦ ଭାବେ ଆଲୋଚନା କରିଥିଲେ । ବୈଠକ ପରେ ରାଜୀବ ଭବନଠାରେ ଉପସ୍ଥିତ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ସୂଚନା ଦେଇ ମନ୍ତ୍ରୀ ଶ୍ରୀ ପୂଜାରୀ କହିଲେ … Read more

୫ ପ୍ରସ୍ତାବକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର : ରାଜ୍ୟ କ୍ୟାବିନେଟର ୨୯ ତମ ବୈଠକ ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା। ବୈଠକ ପରେ ମୁଖ୍ୟ ଶାସନ ସଚିବ କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଥିଲେ। କ୍ୟାବିନେଟ ବୈଠକରେ ମୋଟ ୪ଟି ବିଭାଗର ୫ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଥିଲl। ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର ଗୋଟିଏ, କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ଗୋଟିଏ, … Read more

ଭିଜିଲାନ୍ସ ଜାଲରେ ଟ୍ରେଜେରି ଅଫିସର ପିଅନ।

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ଟ୍ରେଜେରି ଅଫିସର ପିଅନ। ୪୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଜୟପୁର ଭିଜିଲାନ୍ସ ଟିମ୍ ହାତରେ ଧରାପଡିଛନ୍ତି। ପିଅନ ଜଣକ ହେଉଛନ୍ତି ହରିଶ୍ଚନ୍ଦ୍ର ମହାପାତ୍ର । ପେନସନ ବାବଦକୁ ଏରିୟର ବିଲ୍ କରାଇ ଦେବାକୁ ୮୭ ହଜାର ଟଙ୍କା ଲାଞ୍ଚ ମାଗିଥିଲେ ହରିଶ୍ଚନ୍ଦ୍ର। ପ୍ରଥମେ ୪୦ ହଜାର ଟଙ୍କା ନେଇଥିଲେ। ତେବେ ଅଭିଯୋଗକାରୀଙ୍କୁ ଆଉ ୪୭ ହଜାର ଟଙ୍କା ଦେବା ପାଇଁ କହିଥିଲେ। ଏ ନେଇ ଅଭିଯୋଗକାରୀ ଭିଜିଲାନ୍ସରେ ଜଣାଇଥିଲେ। ଶନିବାର … Read more

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ନିଯୁକ୍ତ ହେବେ ୪୨୧୯ ଜଣ କନଷ୍ଟେବଳ

ଭୁବନେଶ୍ୱର: ଗୃହ ବିଭାଗ ପକ୍ଷରୁ ସୂଚନା ମିଳିଛି ଯେ, ରାଜ୍ୟରେ ଖାଲିପଡ଼ିଥିବା ୪୨୧୯ କନଷ୍ଟେବଳ ପଦ ଏବେ ସିଧାସଳଖ ପୂରଣ ହେବ। ଏ ବାବଦରେ ଗୃହବିଭାଗ ଉପସଚିବ ତରୁଣ କୁମାର ପଣ୍ଡା ପୋଲିସ ମହାନିର୍ଦ୍ଦେଶକ ଏବଂ ଆଇଜିଙ୍କୁ ଚିଠି ଲେଖି ଅବଗତ କରାଇଛନ୍ତି। ରାଜ୍ୟ ପୋଲିସ ମୁଖ୍ୟାଳୟର ପ୍ରସ୍ତାବକୁ ସରକାରଙ୍କ ଅନୁମୋଦନ ମିଳିଥିବା ବେଳେ ଏନେଇ ପୋଲିସ ଡିଜିଙ୍କୁ ଚିଠି ଲେଖି ଜଣାଇଛି ଗୃହ ବିଭାଗ। ରାଜ୍ୟରେ ଖାଲି ପଡ଼ିଥିବା କନଷ୍ଟେବଳ ପଦ ପୂରଣ ନେଇ ରାଜ୍ୟ … Read more

ଆଇଆଇଟି ଭୁବନେଶ୍ୱର ଏବଂ ଇସ୍ରୋ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ୱର: ଭାରତୀୟ ମହାକାଶ ଗବେଷଣା ସଂଗଠନ (isro), ଏହାର ଜାତୀୟ ଦୂରବର୍ତ୍ତୀ ସେନ୍ସିଂ କେନ୍ଦ୍ର (NRSC) ମାଧ୍ୟମରେ ଏବଂ ଭାରତୀୟ ପ୍ରଯୁକ୍ତି ପ୍ରତିଷ୍ଠାନ (ଆଇଆଇଟି) ଭୁବନେଶ୍ୱର ୧୭ ଅକ୍ଟୋବର ୨୦୨୫ରେ ଏକ ବୁଝାମଣାପତ୍ର ସ୍ୱାକ୍ଷର କରିଛନ୍ତି ଯାହା ଦ୍ୱାରା ସହଯୋଗପୂର୍ଣ୍ଣ ଗବେଷଣା ଏବଂ ବିକାଶକୁ ପ୍ରୋତ୍ସାହିତ କରାଯାଇପାରିବ। ଏହି ସହଭାଗୀତା ପଶ୍ଚିମ ବଙ୍ଗୋପସାଗର ସହିତ ଭୌତିକ ଏବଂ ଜୈବଭୌମିକ ରାସାୟନିକ ସମୁଦ୍ର ପ୍ରକ୍ରିୟା ଏବଂ କୂଳ ପରିବର୍ତ୍ତନ ଗତିଶୀଳତାର ମୂଲ୍ୟାଙ୍କନ ଉପରେ ଧ୍ୟାନ ଦେବ। ପାଇଲଟ୍ ପର୍ଯ୍ୟାୟରେ … Read more

ବଦଳିପାରେ ବାତ୍ୟାର ଗତିପଥ: ଉପକୂଳକୁ ବିପଦ

ଭୁବନେଶ୍ୱର: ପାଣିପାଗ ସଂସ୍ଥା ୱିଣ୍ଡିର ଆକଳନ ଅନୁସାରେ ବଙ୍ଗୋପସାଗର ରେ ସୃଷ୍ଟି ଲଘୁଚାପ ବାତ୍ୟାର ରୂପ ନେବା ପରେ ୨୮ ତାରିଖ ବେଳକୁ ସ୍ଥଳଭାଗ ଅତିକ୍ରମ କରିପାରେ । ଆନ୍ଧ୍ର ପ୍ରଦେଶର ବିଶାଖପାଟଣା ନିକଟ ଦେଇ ଅତିକ୍ରମ କରିପାରେ ଉପକୂଳ । ତେବେ ଲଘୁଚାପ ଅବପାତର ରୂପ ନେବା ପରେ ବାତ୍ୟାର ଗତିପଥ ସ୍ପଷ୍ଟ ହେବ ବୋଲି କହିଛି ଆଇଏମଡି । ପାଣିପାଗ ବିଶେଷଜ୍ଞମାନେ ମଧ୍ୟ ସମାନ ଆକଳନ କରିଛନ୍ତି। ବାତ୍ୟା ଉପରେ ପଶ୍ଚିମାଝଡ଼ର ପ୍ରଭାବକୁ ନେଇ … Read more