ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପୁରୀ ପୋଲିସର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି
ପୁରୀ : ପୁରୀ ପୋଲିସ ପକ୍ଷରୁ ସମସ୍ତ ହୋଟେଲ ମାଲିକ, ପରିଚାଳକ ଓ ସମ୍ପୃକ୍ତ ବ୍ୟକ୍ତିମାନଙ୍କ ପାଇଁ ଏକ ବିସ୍ତୃତ ବୈଠକ କରାଯାଇଛି । ପୁରୀ ସହର ଓ ସମୁଦ୍ରତଟ ଅଞ୍ଚଳରେ ପର୍ଯ୍ୟଟକ ସୁରକ୍ଷା, ହୋଟେଲ ଶୃଙ୍ଖଳା, ଏବଂ ଅନଲାଇନ ଠକେଇ ରୋକିବା ଉଦ୍ଦେଶ୍ୟରେ ଏହି ବୈଠକ ହୋଇଥିଲା । ପ୍ରତ୍ୟେକ ହୋଟେଲରେ ପ୍ରବେଶଦ୍ୱାର, ପ୍ରତ୍ୟେକ ତଳ, କରିଡର, କାର୍ଯ୍ୟାଳୟ ଓ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ସିସିଟିଭି କ୍ୟାମେରା ଲଗାଇବା ସହ ସିସିଟିଭି ଫୁଟେଜ୍କୁ ଅତି କମରେ … Read more