କେସିଆରଙ୍କ ଝିଅ ବିଆରଏସ ନେତ୍ରୀ କେ କବିତା ଇଡି ଦ୍ଵାରା ଗିରଫ
ହାଇଦ୍ରାବାଦ: ଏକ ଗୁରୁତ୍ବପୂର୍ଣ ଘଟଣାକ୍ରମରେ ଶୁକ୍ରବାର ଦିନ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଶୁକ୍ରବାର ଭାରତ ରାଷ୍ଟ୍ର ସମିତି (ବିଆର୍ଏସ୍) ଏମ୍ଏଲ୍ସି କେ କବିତାଙ୍କୁ ଦିଲ୍ଲୀ ମଦ ନୀତି ଦୁର୍ନୀତି ମାମଲାରେ ଗିରଫ କରିଛି। ତଦନ୍ତକାରୀ ସଂସ୍ଥାର ଏକ ଟିମ୍ ତାଙ୍କ ହାଇଦ୍ରାବାଦ ସ୍ଥିତ ବାସଭବନରେ ଚଢ଼ାଉ କରିବାର କିଛି ଘଣ୍ଟା ପରେ ବିଆର୍ଏସ୍ ନେତ୍ରୀଙ୍କୁ ଗିରଫ କରାଯାଇଥିଲା। ଆଇନଗତ ପ୍ରକ୍ରିୟା ଶେଷ ହେବା ପରେ କବିତାଙ୍କୁ ତଦନ୍ତ ପାଇଁ ଦିଲ୍ଲୀ ଅଣାଯିବ ବୋଲି ସୂତ୍ରରୁ ଜଣାପଡ଼ିଛି। ତେଲେଙ୍ଗାନାର … Read more