କଫ୍ ସିରପରେ ନାହିଁ ହାନିକାରକ ପଦାର୍ଥ:କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ
ନୂଆଦିଲ୍ଲୀ: ରାଜସ୍ଥାନ ଏବଂ ମଧ୍ୟ ପ୍ରଦେଶରେ କଫ୍ ସିରପ୍ ଯୋଗୁଁ ୧୨ ଶିଶୁଙ୍କ ମୃତ୍ୟୁ ହେବା ଉପରେ ସ୍ପଷ୍ଟୀକରଣ ଦେଇଛି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ । କଫ୍ ସିରପ୍ ନମୂନାରେ ଡାୟଥିଲିନ ଗ୍ଲାଇକୋଲ୍ (ଡିଇଜି) ବା ଏଥିଲିନ୍ ଗ୍ଲାଇକୋଲ୍ (ଇଜି) ଭଳି କିଛି କ୍ଷତିକାରକ ରାସାୟନିକ ପଦାର୍ଥ ନ ଥିବା ସ୍ପଷ୍ଟ କରିଛି ସ୍ୱାସ୍ଥ୍ୟ ବିଭାଗ । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କହିଛି, ରାଷ୍ଟ୍ରୀୟ ରୋଗ ନିୟନ୍ତ୍ରଣ କେନ୍ଦ୍ର (ଏନସିଡିସି), ରାଷ୍ଟ୍ରୀୟ ବିଷାଣୁ ବିଜ୍ଞାନ ସଂସ୍ଥା (ଏନ୍ଆଇଭି), … Read more