‘ଅସ୍ତ୍ର’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ
ବାଲେଶ୍ୱର: ଆକାଶମାର୍ଗରୁ ଆକାଶମାର୍ଗକୁ ଲକ୍ଷ୍ୟଭେଦ ହୋଇ ପାରୁଥିବା ‘ଅସ୍ତ୍ର’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରାଯାଇଛି। ଶୁକ୍ରବାର ଓଡ଼ିଶା ଉପକୂଳ ଚାନ୍ଦିପୁରଠାରେ ସୁଖୋଇ ୩୦ ଏମ୍କେଆଇ ଯୁଦ୍ଧ ବିମାନରେ ଏହି କ୍ଷେପଣାସ୍ତ୍ରର ବିମାନ ପରୀକ୍ଷଣ କରାଯାଇଥିଲା। ସ୍ଵଦେଶୀ ଜ୍ଞାନକୌଶଳରେ ନିର୍ମିତ ଏହି କ୍ଷେପଣାସ୍ତ୍ର ଆକାଶମାର୍ଗରେ ନିର୍ଦ୍ଧାରିତ ଲକ୍ଷ୍ୟକୁ ଧାର୍ଯ୍ୟ ସମୟରେ ଧ୍ୱଂସ କରିଥିବା ଜଣାପଡ଼ିଛି। ଅସ୍ତ୍ର’ରେ ଡିଆର୍ଡିଓ ଦ୍ୱାରା ବିକଶିତ କରାଯାଇଥିବା ଅତ୍ୟାଧୁନିକ ରେଡିଓ ଫ୍ରିକ୍ବେନ୍ସି ସିକର୍ ସହିତ ଅନ୍ୟାନ୍ୟ ଯୁଦ୍ଧାସ୍ତ୍ର ପ୍ରଣାଳୀର ସଫଳ ପ୍ରୟୋଗ କରାଯାଇଛି। ଚାନ୍ଦିପୁର … Read more