ଓଡିଶାରେ ବିଦ୍ୟୁତ୍ ଚାଳିତ ଗାଡ଼ି, ବ୍ୟାଟେରି ନିର୍ମାଣ ପ୍ରକଳ୍ପ ନେଇ ବୁଝାମଣାପତ୍ର ସ୍ଵାକ୍ଷରିତ
ଭୁବନେଶ୍ଵର: ଜିନ୍ଦଲ ସାଉଥ୍-ୱେଷ୍ଟ ଫାଉଣ୍ଡେସନ୍ (ଜେଏସ୍ଡବ୍ଲୁ) ଓଡ଼ିଶାରେ ବିଦ୍ୟୁତ୍ ଚାଳିତ ଗାଡ଼ି ଓ ବ୍ୟାଟେରି ନିର୍ମାଣ କାରଖାନା କରିବ। ଏଥିପାଇଁ ଓଡ଼ିଶା ସରକାର ଏବଂ ଜେଏସଡବ୍ଲ୍ୟୁ ମଧ୍ୟରେ ଆଜି ବୁଝାମଣାପତ୍ର ସ୍ୱାକ୍ଷର ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶିଳ୍ପ ମନ୍ତ୍ରୀ ଓ ମୁଖ୍ୟ ଶାସନ ସଚିବଙ୍କ ଉପସ୍ଥିତିରେ ବୁଝାମଣାପତ୍ର ସ୍ୱାକ୍ଷର ହୋଇଛି। ଶିଳ୍ପାୟନ ଦ୍ୱାରା ରାଜ୍ୟର ଯୁବବର୍ଗଙ୍କୁ କର୍ମ ନିଯୁକ୍ତି ଯୋଗାଇ ଦେବାକୁ ଲକ୍ଷ୍ୟ ରଖାଯାଇଛି। ଏହି ସବୁ ନୂତନ ଶିଳ୍ପ ହେବା ଦ୍ୱାରା ରାଜ୍ୟବାସୀ ଉପକୃତ … Read more