କିମ୍ସ ହସ୍ପିଟାଲରେ କ୍ୟାନସର ସଚେତନତା କାର୍ଯ୍ୟକ୍ରମ
ଭୁବନେଶ୍ୱର: ବିଶ୍ୱ କର୍କଟ ଦିବସ ପାଳନ ଅବସରରେ କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ ମେଡିକାଲ ସାଇନ୍ସେସ୍ (କିମ୍ସ) କ୍ୟାନସର ହସ୍ପିଟାଲ ପକ୍ଷରୁ ବିଭିନ୍ନ ସଚେତନତା ମୂଳକ କାର୍ଯ୍ୟକ୍ରମମାନ ଅନୁଷ୍ଠିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ଏକ ସଚେତନ ପଦଯାତ୍ରା କିମ୍ସ କ୍ୟାନସର ହସପିଟାଲରୁ ବାହାରି ପଟିଆ ଛକ ପର୍ଯ୍ୟନ୍ତ ଯାଇଥିଲା । କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଏହି ପଦଯାତ୍ରାର ଶୁଭାରମ୍ଭ କରିଥିଲେ । ଏଥିରେ ଅଧ୍ୟାପକ, ଛାତଛାତ୍ରୀ ଏବଂ କିମ୍ସ କର୍ମଚାରୀମାନେ ଅଂଶଗ୍ରହଣ କରିଥିଲେ । … Read more