ଏପର୍ଯ୍ୟନ୍ତ ୪୬୫୦ କୋଟି ଜବତ କଲେଣି ନିର୍ବାଚନ କମିଶନ
ନୂଆଦିଲ୍ଲୀ: ନିର୍ବାଚନ-୨୦୨୪ ପାଖେଇ ଆସୁଥିବା ବେଳେ ଦେଶର ବିଭିନ୍ନ ଯାଗାରୁ କୋଟି କୋଟି ତାଙ୍କ ଜବତ ହେଉଛି। ସୋମବାର ସୁଦ୍ଧା ନିର୍ବାଚନ କମିସନ ୪୬୫୦ କୋଟି ଟଙ୍କା ଜବତ କରିଛନ୍ତି ଯାହା ୨୦୧୯ ନିର୍ବାଚନରେ ହୋଇଥିବା ସମୁଦାୟ ଆଦାୟ ଠାରୁ ଅଧିକ। ପୂର୍ବରୁ କେବେ ବି ଏତେ ଟଙ୍କା ଜବତ ହୋଇନଥିଲା। କମିସନ କେବଳ ନଗଦ ଟଙ୍କା ଜବତ କରୁନାହାନ୍ତି, ବରଂ ମଦ, ଅନ୍ୟାନ୍ୟ ମାଗଣା ବଣ୍ଟନ ସାମଗ୍ରୀ ଆଦିକୁ ମଧ୍ୟ ଜବତ କରୁଛନ୍ତି । ଦେଶରେ … Read more