ଅଯୋଧ୍ୟାକୁ ଦେଶର ୮ ସହରରୁ ସିଧାସଳଖ ବିମାନସେବା ଉପଲବ୍ଧ ହେବ
ନୂଆଦିଲ୍ଲୀ: ଜାନୁୟାରୀ ୨୨ ତାରିଖରେ ରାମ ମନ୍ଦିର ଉଦଘାଟନ ହେବାପରେ ଦେଶ ବିଦେଶରୁ ଦୈନିକ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ଉତ୍ତରପ୍ରଦେଶର ଅଯୋଧ୍ୟାରେ ପହଞ୍ଚୁଛନ୍ତି । ନିର୍ଭରଯୋଗ୍ୟ ତଥ୍ୟ ଅନୁଯାୟୀ ଦୈନିକ ତିନି ଚାରି ଲକ୍ଷ ଲୋକ ରାମଲଲ୍ଲାଙ୍କ ଦର୍ଶନ କରୁଛନ୍ତି । ଏହି ପରିପ୍ରେକ୍ଷୀରେ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଅଯୋଧ୍ୟାରେ ପହଞ୍ଚିବା ପାଇଁ ବିମାନ ଯୋଗାଯୋଗକୁ ପ୍ରୋତ୍ସାହିତ କରିବା ପାଇଁ ଏକ ପଦକ୍ଷେପ ନେବାକୁ ଯାଉଛି। ଅଯୋଧ୍ୟାରେ ତୀର୍ଥଯାତ୍ରୀଙ୍କ ଆଗମନକୁ ସୁଗମ କରିବା … Read more