ଫେବୃଆରୀରେ ନିର୍ବନ୍ଧ କରିବେ ରଶ୍ମିକା ମନ୍ଦାନା-ବିଜୟ ଦେବରକୋଣ୍ଡା!
ମୁମ୍ବାଇ: ଅଳ୍ପ ଦିନରେ ଉଭୟ ଦକ୍ଷିଣ ଓ ହିନ୍ଦୀ ସିନେମାରେ ଅଭିନୟର ଦକ୍ଷତା ଦେଖାଇ ସାରିଥିବା ରଶ୍ମିକା ମନ୍ଦାନାଏବେ ମୁକ୍ତିଲାଭ କରିଥିବା ଚଳଚ୍ଚିତ୍ର ‘ଆନିମଲ’ ପାଇଁ ଚର୍ଚ୍ଚାରେ ଅଛନ୍ତି। ଏହି ଚଳଚ୍ଚିତ୍ରରେ ତାଙ୍କର ଅଭିନୟକୁ ବହୁତ ପ୍ରଶଂସା କରାଯାଇଛି। ଲକ୍ଷ ଲକ୍ଷ ଲୋକ ରଶ୍ମିକାଙ୍କ ସୁନ୍ଦରତା ଉପରେ ନିଜର ହୃଦୟ ହାରିଛନ୍ତି। ବହୁତ କମ୍ ବୟସରୁ ସେ ଉଭୟ ସାଉଥ୍ ଓ ବଲିଉଡ ଫିଲ୍ମରେ ନିଜର ସ୍ବତନ୍ତ୍ର ସ୍ଥାନ ତିଆରି କରିସାରିଛନ୍ତି। ସବୁବେଳେ ନିଜର ପେସାଦାର ଜୀବନକୁ … Read more