କର୍ତବ୍ୟ ପଥରେ ଏଥର ଗଡିବ ଓଡ଼ିଶାର ପ୍ରଜ୍ଞାପନ ମେଢ଼
ନୂଆଦିଲ୍ଲୀ/ଭୁବନେଶ୍ଵର: କର୍ତବ୍ୟ ପଥରେ ଏଥର ଗଡିବା ଓଡ଼ିଶା ପ୍ରଜ୍ଞାପନ ମେଢ଼। ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ଗଣତନ୍ତ୍ର (ସାଧାରଣତନ୍ତ୍ର) ଦିବସ ପରେଡ୍ରେ ଏଥର ଓଡ଼ିଶାର ପ୍ରଜ୍ଞାପନ ମେଢ଼ ସ୍ଥାନ ପାଇବ। ଓଡ଼ିଶାର ପ୍ରଜ୍ଞାପନ ମେଢ଼ ମାଧ୍ୟମରେ କର୍ତ୍ତବ୍ୟପଥରେ ଦର୍ଶକମାନେ ଓଡ଼ିଶାର କଳାକୁ ଆଖି ଆଗରେ ଦେଖିବାର ସୁଯୋଗ ପାଇପାରିବେ। ଓଡ଼ିଶାର ପ୍ରଜ୍ଞାପନ ମେଢ଼ ମଡେଲ ମନୋନୀତ ହୋଇଥିବା ସୂଚନା ମିଳିଛି। ଏନେଇ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ପ୍ରତିରକ୍ଷା ମନ୍ତ୍ରାଳୟ ପକ୍ଷରୁ ଗୁରୁବାର ଦିନ ଚିଠି ଜାରି … Read more