ଭୁବନେଶ୍ଵର ମେଟ୍ରୋରେଳ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର ମେଟ୍ରୋ ରେଲ୍ର ପ୍ରଥମ ପର୍ଯ୍ୟାୟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଅବସରରେ ବାରଙ୍ଗ ରତାଗଡଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆଜି ଦିନଟି ରାଜ୍ୟର ବିକାଶ ଇତିହାସରେ ଏକ ସ୍ୱତନ୍ତ୍ର ଦିବସ ହୋଇ ରହିବ। ପରିବହନ କ୍ଷେତ୍ରରେ ଆସିବ ବଡ ରୂପାନ୍ତରଣ। ସେ କହିଥିଲେ ଯେ ମେଟ୍ରୋ ରେଲ୍ପାଇଁ ମୁଁ ଯେଉଁ ପ୍ରତିଶୃତି ଦେଇଥିଲି, ତାହା ଆଜି ପାଳନ କରୁଛି। ମୁଖ୍ୟମନ୍ତ୍ରୀ କହିଥିଲେ … Read more