NabaBharat
୭୫ ତମ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ସମର ଶିକ୍ଷାର୍ଥୀ ବାହିନୀର ପ୍ରସ୍ତୁତି ଶିବିର ଉଦଯାପିତ
ଭୁବନେଶ୍ଵର: ଓଡ଼ିଶାର କଟକ ଗ୍ରୁପ ଏନ.ସି.ସିର ଗ୍ରୁପ କମାଣ୍ଡର ତଥା ମୁଖ୍ୟ ଚୟନକାରୀ କର୍ଣ୍ଣେଲ ସତ୍ୟବ୍ରତ ସ୍ବାଇଁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଯାଉଥିବା ୭୫ ତମ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଓଡ଼ିଶା ସମର ଶିକ୍ଷାର୍ଥୀ ବାହିନୀର ପ୍ରସ୍ତୁତି ଶିବିର ଭୁବନେଶ୍ୱରଠାରେ ଅବସ୍ଥିତ କେନ୍ଦ୍ରୀୟ ରିଜର୍ଭ ପୋଲିସ ବାହିନୀ କାମ୍ପସ୍ ପରିସରରେ ଉଦଯାପିତ ହୋଇଯାଇଅଛି ।
୫ଟି ଅଧକ୍ଷ୍ୟ ଭିକେ ପଣ୍ଡିଆନଙ୍କ ମୟୂଭଞ୍ଜ ଜିଲ୍ଲା ଗସ୍ତ
ବାରିପଦା: ମୁଖମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଧେଶକ୍ରମେ ଆଜି ମୟୁରଭଞ୍ଜ ଜିଲ୍ଲା ଗସ୍ତ କରିଥିଲେ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍ । ସେ ଜିଲ୍ଲାର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସେ ସମୀକ୍ଷା କରିବା ସହିତ ସ୍ଥାନୀୟ ଜନସାଧାରଣ ଓ ଛାତ୍ରଛାତ୍ରୀମାନଙ୍କ ସହ ମତ ବିନିମୟ କରିଥିଲେ । ବାରିପଦା ବିଶ୍ୱବିଦ୍ୟାଳୟ ପଡ଼ିଆରେ ଜିଲ୍ଲାର ସମସ୍ତ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରି ନୂଆ ଓଡ଼ିଶା ଗଠନରେ ଯୁବଶକ୍ତିର ଯୋଗଦାନ ପାଇଁ ପ୍ରେରଣା ଦେଇଥିଲେ । ନୂଆ-ଓ … Read more
୧୧ତମ ସାତକୋଶିଆ ମହୋତ୍ସବ ୨୦୨୩ ଉଦଯାପିତ
ଅନୁଗୁଳ: ସ୍ଥାନୀୟ ସଭାଘରେ ଚାଲିଥିବା ତ୍ରୀ ଦିବସୀୟ ସାତକୋଶିଆ ମହୋତ୍ସବ ଆଜି ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି। ଉଦଯାପିତ ସନ୍ଧ୍ୟା ରେ ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିଲେ ବିକାଶ ଫାଉଣ୍ଡେସନ ର ଅଧ୍ୟକ୍ଷା ଶ୍ରୀମତୀମୃଦୂଳା ଠାକୁର ପ୍ରଧାନ।ମୁଖ୍ୟ ଅତିଥି ଶ୍ରୀମତୀ ପ୍ରଧାନ ନିଜ ଅଭିଭାଷଣରେ ନୃତ୍ୟ ସଙ୍ଗୀତ ରେ ରୁଚି ରଖିଥିବା ପ୍ରତ୍ୟେକ ଶିଶୁ ଓ ଯୁବ ପ୍ରତିଭା ମାନନଙ୍କୁ ଉପଯୁକ୍ତ ତାଲିମ ଦିଆଗଲେ ସେମାନେ ଦକ୍ଷ କଳାକାର ହୋଇ ଦେଶର ଟେକ ରଖିବେ ବୋଲି କହିଥିଲେ। … Read more