ଇସ୍କନ ନୀତି ଓ ପରମ୍ପରାକୁ ନମାନିଲେ ଆଇନର ଆଶ୍ରୟ ନେବୁ: ଗଜପତି ମହାରାଜ
ଭୁବନେଶ୍ୱର: ଇସ୍କନର ଅଦିନିଆ ରଥଯାତ୍ରା ନେଇ ସାମ୍ବାଦିକ ସମ୍ମିଳନୀ କରିଛନ୍ତି ଗଜପତି ମହାରାଜା । ନୀତି ବିରୋଧୀ ସ୍ନାନଯାତ୍ରା ଓ ରଥଯାତ୍ରା ପାଇଁ ୧୦୦ ପୃଷ୍ଠାର ଏକ ପୂର୍ଣ୍ଣାଙ୍ଗ ଉତ୍ତର ଇସ୍କନକୁ ପ୍ରଦାନ କରାଯାଇଛି । ନୀତି ଅନୁଯାୟୀ ପରମ୍ପରାକୁ ପାଳନ କରିବା ପାଇଁ ଇସ୍କନକୁ ଏକ ମାସର ସମୟ ଦିଆଯାଇଛି ବୋଲି କହିଛନ୍ତି ଗଜପତି ମହାରାଜା । କିଛି ଦଶନ୍ଧୀ ହେବ ଶାସ୍ତ୍ରକୁ ଉଲଂଘନ କରି ଇସ୍କନ ପାଳନ କରିଛି ଅଦିନିଆ ରଥଯାତ୍ରା ଓ ସ୍ନାନଯାତ୍ରା … Read more