ସରକାରୀ ହସ୍ପିଟାଲ ଛାତରୁ ଡେଇଁ ରୋଗୀ ମୃତ

ସୁନ୍ଦରଗଡ଼: ସରକାରୀ ମେଡିକାଲ କଲେଜ ହସ୍ପିଟାଲର ୩ ମହଲା ଛାତରୁ ଡେଇଁ ଜୀବନ ହାରିଲେ ଯୁବକ। ମୃତକ ମାନସିକ ଅନଗ୍ରସର ଥିବା ଖବର ମିଳିଛି। ରବିବାର ଦିନ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ଯୁବକ। ମିଳିଥିବା ଖବର ଅନୁଯାୟୀ, ଗତ ରବିବାର ଦିନ ଅପସ୍ମାର ରୋଗରେ ପୀଡ଼ିତ ହୋଇ ଯୁବକ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ଆଜି ସେ ଡାକ୍ତରଖାନାରୁ ଘରକୁ ଯାଇଥାନ୍ତେ। କିନ୍ତୁ ସକାଳୁ ସେ ତା ମାଆକୁ ଘରକୁ ଯିବାପାଇଁ ଜିଦି କରି ଥିଲେ। ଘରକୁ … Read more

ଆନ୍ଦୋଳନ ସ୍ଥଗିତ,ଆଜିଠୁ କାର୍ଯ୍ୟରେ ଯୋଗଦେବେ ରାଜସ୍ଵ ଅମଲା ସଂଘ କର୍ମଚାରୀ

ଭୁବନେଶ୍ୱର: ଆନ୍ଦୋଳନ ସ୍ଥଗିତ ରଖିଲା ରାଜସ୍ଵ ଅମଲା ସଂଘ । ସରକାରଙ୍କ ପ୍ରତିଶୃତି ପରେ ହଟିଲା ଆନ୍ଦୋଳନ। ୧୫ ଦିନ ପରେ ଆନ୍ଦୋଳନ ସ୍ଥଗିତ ରଖାଯାଇଛି। ଆଜିଠୁ କାର୍ଯ୍ୟରେ ଯୋଗଦେବେ ଅମଲା କର୍ମଚାରୀ । ବନ୍ୟା ସ୍ଥିତି ଓ ପାର୍ବଣକୁ ଦୃଷ୍ଟିରେ ରଖି ଆନ୍ଦୋଳନ ସ୍ଥଗିତ ରଖାଯାଇଛି । ଗତକାଲି ମୁଖ୍ୟ ସଚିବଙ୍କ ସହ ଆଲୋଚନା ହୋଇଥିଲା। ଏଥିସହ ବନ୍ୟାସ୍ଥିତି ଓ ପାର୍ବଣକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ନିଆଯାଇଛି। ଗତ ୧୫ ଦିନ ହେବ ୧୦ ଦଫା … Read more

ଜନସେବା କ୍ଷେତ୍ରରେ ଆସିବ ପରିବର୍ତ୍ତନ, ‘ଆମ ଶାସନ’ର ହେଲା ଶୁଭାରମ୍ଭ

ଭୁବନେଶ୍ୱର: ଆଜିଠୁ ‘ଆମ ଶାସନ’ ବ୍ୟବସ୍ଥା ଆରମ୍ଭ ହେବାକୁ ଯାଉଛି। ବିଜେଡି ସରକାର ଅମଳରେ ଯେପରି ୫ଟି-ମୋ ସରକାର ଚାଲିଥିଲା ସେହିପରି ଢାଞ୍ଚାରେ ଏହି ‘ଆମ ଶାସନ’ କାର୍ଯ୍ୟକାରୀ ହେବ। ଲୋକଙ୍କ ଅଭିଯୋଗ ଶୁଣିବେ ଖୋଦ୍ ମୁଖ୍ୟମନ୍ତ୍ରୀ ଓ ପ୍ରଶାସନ। ଏଥିରେ ୫-ଟି ଅଧ୍ୟକ୍ଷ କି ସଚିବ ଭଳି ପଦବି ରହିବେନି। ଏଥିରେ ପ୍ରାୟ ୨୦ଟି ବିଭାଗର ୧୫୦ରୁ ଅଧିକ ସେବା ଉପଲବ୍ଧ ହେବ। ଏବେ ୮ଟି ବିଭାଗର ୧୬ଟି ସେବା ଉପଲବ୍ଧ ହେବ। ଏହି ବ୍ୟବସ୍ଥା … Read more

ବିଜେଡି ପାର୍ଟି ଫଣ୍ଡ ପାଇଁ ଯାଇପାରେ ନବୀନଙ୍କ ଜୀବନ: ସରୋଜ ପାଢ଼ୀ

ଭୁବନେଶ୍ୱର: ବିଜେଡ଼ିରେ ଦଳୀୟ କନ୍ଦଳ ବଢିଚାଲିଛି । ଦଳର ବହୁ ବରିଷ୍ଠ ନେତା ଖୋଲାଖୋଲି ଭାବେ ପାଣ୍ଡିଆନଙ୍କ ଉପସ୍ଥିତିକୁ ନେଇ ଅସନ୍ତୋଷ ଜାହିର କରୁଛନ୍ତି । ଏହିଭଳି ସମୟ ରେ ବିଜେପି ବିଧାୟକ ସରୋଜ ପାଢ଼ୀ ଏକ ବିସ୍ଫୋରକ ବୟାନ ଦେଇଛନ୍ତି । ସରୋଜ ପାଢ଼ୀ କହିଛନ୍ତି, ପାର୍ଟି ଫଣ୍ଡ ହଡ଼ପ କରିବା ଲାଗି ନବୀନଙ୍କ ପାଖରେ ଛାଇ ଭଳି ରହୁଛନ୍ତି ପାଣ୍ଡିଆନ । ପାର୍ଟି ଫଣ୍ଡ ପାଇଁ କେତେବେଳେ ନବୀନ ପଟ୍ଟନାୟକଙ୍କର କଣ ହେବ କେହି … Read more

ଦାଦନ ରୋକିବାକୁ ରାଜ୍ୟ ସରକାରଙ୍କ ବଡ଼ ପ୍ରସ୍ତୁତି

ଭୁବନେଶ୍ୱର : ଦାଦନ ରୋକିବାକୁ ରାଜ୍ୟ ସରକାରଙ୍କ ବଡ଼ ପ୍ରସ୍ତୁତି । ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓଙ୍କ ଅଧ୍ୟକ୍ଷତାରେ ବସିଥିଲା ବୈଠକ । ଯେଉଁ ରାଜ୍ୟକୁ ଦାଦନ ଯାଉଛନ୍ତି ସେହି ରାଜ୍ୟକୁ ଯିବ ଓଡ଼ିଶାର ଟିମ । କାହିଁକି ସେମାନେ ସେହି ରାଜ୍ୟକୁ ଯାଉଛନ୍ତି ସେହି ରାଜ୍ୟ ସରକାରଙ୍କ ସହ ଆଲୋଚନା କରି କାରଣ ଖୋଜିବେ ସରକାର । ପୂର୍ବ ବର୍ଷ ଅପେକ୍ଷା ଏଥର ଦାଦନ କମିଛି କିନ୍ତୁ ସମ୍ପୂର୍ଣ୍ଣ ରୋକିବାକୁ ବିଭିନ୍ନ ଦିଗ ଉପରେ ଚର୍ଚ୍ଚା … Read more

ନବୀନ ନିବାସରେ ରାଜ୍ୟପାଳ, ସ୍ୱାସ୍ଥ୍ୟ ଅବସ୍ଥା ପଚାରି ବୁଝିଲେ

ଭୁବନେଶ୍ୱର: ରାଜ୍ୟପାଳ ହରିବାବୁ କମ୍ଭମପତି ସୋମବାର ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ନବୀନ ନିବାସରେ ଉଭୟଙ୍କ ମଧ୍ୟରେ ସୌଜନ୍ୟମୂଳକ ସାକ୍ଷାତ ହୋଇଛି । ରାଜ୍ୟପାଳ ନବୀନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସମ୍ପର୍କରେ ପଚାରି ବୁଝିବା ସହିତ ଆଶୁ ଆରୋଗ୍ୟ କାମନା କରିଛନ୍ତି । ପ୍ରାୟ ୨୦ ମିନିଟ୍ ରାଜ୍ୟପାଳ ଆଲୋଚନା କରିବା ପରେ ଫେରି ଆସିଥିଲେ । ବିଜେଡ଼ି ଉପସଭାପତି ଦେବୀପ୍ରସାଦ ମିଶ୍ର ମଧ୍ୟ ରାଜ୍ୟପାଳଙ୍କ ଗସ୍ତ ନେଇ ମଧ୍ୟ ସୂଚନା ଦେଇଛନ୍ତି । … Read more

ଭୁବନେଶ୍ୱର ବିମାନବନ୍ଦରରେ ଟର୍ମିନାଲ ୩ ର ଯୋଜନା, ‘ଉଡ଼ାଣ ଯାତ୍ରୀ କାଫେ’ରେ ମିଳିବ ଶସ୍ତାରେ ଖାଦ୍ୟ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରର ସଂପ୍ରସାରଣ ହେବ ଏବଂ ଟର୍ମିନାଲ-୩ ନିର୍ମାଣ ହେବା ପାଇଁ ଯୋଜନା କରାଯାଇଛି । ଏଥିପାଇଁ ଯୋଜନା ପ୍ରସ୍ତୁତ ହେଉଥିବାବେଳେ ଯଥାଶୀଘ୍ର କାମ ଆରମ୍ଭ ହେବ ବୋଲି କହିଛନ୍ତି କେନ୍ଦ୍ର ବେସାମରିକ ମନ୍ତ୍ରୀ କେ. ରାମମୋହନ ନାଇଡୁ । ଭୁବନେଶ୍ୱରରେ ଆୟୋଜିତ ବି-ମାନ୍ (B-MAAN) ସମ୍ମିଳନୀରେ ଯୋଗ ଦେବାକୁ ଓଡ଼ିଶା ଗସ୍ତରେ ଆସିଛନ୍ତି କେନ୍ଦ୍ର ବେସାମିରକ ମନ୍ତ୍ରୀ କେ.ରାମମୋହନ ନାଇଡ଼ୁ । ଏହା ପୂର୍ବରୁ ସେ କହିଛନ୍ତି ଭୁବନେଶ୍ୱର ବିଜୁ … Read more

ଇସ୍ରୋ କୁ ମିଳିଲା ଏକ ବଡ ସଫଳତା

ଶ୍ରୀହରିକୋଟା:- ଭାରତୀୟ ମହାକାଶ ଗବେଷଣା ସଙ୍ଗଠନ କୁ ଏକ ବଡ଼ ସଫଳତା ମିଳିଛି। ଇସ୍ରୋ ପକ୍ଷରୁ ପ୍ରଥମ ଇଣ୍ଟିଗ୍ରେଟେଡ୍‌ ଏୟାର ଡ୍ରପ୍‌ ଟେଷ୍ଟ (ଆଇଏଡିଟି ୦୧) ସଫଳ ହୋଇଛି। ଗଗନୟାନ ମିଶନ ପାଇଁ ପାରାଚ୍ୟୁଟ୍‌ ସିଷ୍ଟମକୁ ଯାଞ୍ଚ୍‌ କରିବା ଉଦ୍ଦେଶ୍ୟରେ ଏହି ପରୀକ୍ଷଣ କରାଯାଇଛି। ମହାକାଶରୁ ଫେରିବା ସମୟରେ ପାରାଚ୍ୟୁଟ ଦ୍ୱାରା ମହାକାଶ ଯାନର ଗତି ହ୍ରାସ ପାଇଥାଏ। ଇସ୍ରୋ ସହ ଭାରତୀୟ ନୌସେନା, ଭାରତୀୟ ବାୟୁସେନା, ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆର୍‌ଡିଓ), ଭାରତୀୟ … Read more

ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଉତ୍ତର ଓଡ଼ିଶାରେ ବନ୍ୟା ପରିସ୍ଥିତି

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ଉତ୍ତର ଓଡ଼ିଶାରେ ବିଭିନ୍ନ ଅଞ୍ଚଳ ସମେତ ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ବୈତରଣୀ, ବ୍ରାହ୍ମଣୀ ଏବଂ ସୁବର୍ଣ୍ଣରେଖା ନଦୀର ଜଳସ୍ତର ବୃଦ୍ଧି ପାଇଛି । ଏଥିମଧ୍ୟରୁ ବୈତରଣୀ ଏବଂ ସୁବର୍ଣ୍ଣରେଖାରେ ବିପଦ ସଙ୍କେତ ଉପରେ ଜଳସ୍ତର ପ୍ରବାହିତ ହେଉଥିବା ବେଳେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ନେଇ ସୂଚନା ଦେଇଛନ୍ତି ଜଳ ସମ୍ପଦ ବିଭାଗର ମୁଖ୍ୟଯନ୍ତ୍ରୀ ଚନ୍ଦ୍ରଶେଖର ପାଢ଼ୀ । ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭଦ୍ରକର ଧାମନଗରରେ ୨ ଦିନ … Read more

ଜଗନ୍ନାଥବଲ୍ଲଭ ମଲ୍ଟିଲେବଲ ପାର୍କିଂରୁ ତଳକୁ ଖସିଲାପଡିଲା ବୋଲେରୋ

ପୁରୀ ଜଗନ୍ନାଥବଲ୍ଲଭ ମଲ୍ଟିଲେବଲ କାର୍‌ ପାର୍କିଂରୁ ତଳକୁ ଖସିପଡ଼ିଛି ଏକ ବୋଲେରୋ। ଭାରସାମ୍ୟ ହରାଇ ଓଡି ୦୧ ଏସି ୪୫୧୬ ନମ୍ବର ବିଶିଷ୍ଟ ବୋଲେରୋଟି ଗୋଟିଏ ମହଲାରୁ ତଳକୁ ଖସିପଡ଼ିଛି । ଫଳରେ ଡ୍ରାଇଭର ଗୁରୁତର ହୋଇଛନ୍ତି। ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ପୁରୀ ହସ୍ପିଟାଲରେ ଭର୍ତ୍ତି କରିଛନ୍ତି। ତେବେ ଗୁରୁତର ଥିବା ଡ୍ରାଇଭର ଜଣକ ଭଦ୍ରକ ବାଲେଶ୍ଵରର ସଞ୍ଜୟ ସେଠୀ ।ମିଳିଥିବା ସୂଚନା ଅନୁସାରେ ସଞ୍ଜୟ ଗାଡ଼ିକୁ ପଛକୁ ପାର୍କିଂ କରୁଥିବା ବେଳେ ଭାରସାମ୍ୟ … Read more