ପ୍ରହ୍ଲାଦ ଯୋଶୀଙ୍କୁ ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ
ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ନିଜ ପଦରୁ ଇସ୍ତଫା ଦେବା ପରେ ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଦିଆଯାଇଛି। ଯୋଶୀ ଏବେ ଖାଦ୍ୟ ଓ ଉପଭୋକ୍ତା ବ୍ୟାପାର ମନ୍ତ୍ରୀ ଥିବା ବେଳେ ଶିକ୍ଷା ମନ୍ତ୍ରୀ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ଏହାସହ ରାଷ୍ଟ୍ରପତି ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାପତ୍ରକୁ ଗ୍ରହଣ କରିଛନ୍ତି। ଏହା ପରେ ଶିକ୍ଷା ମନ୍ତ୍ରାଳୟର କାର୍ଯ୍ୟ ସୁଚାରୁ ଭାବେ ପରିଚାଳନା ପାଇଁ ପ୍ରହ୍ଲାଦ ଯୋଶୀଙ୍କୁ ଏହି ଅତିରିକ୍ତ … Read more