ସ୍କୁଲ୍ ଛାତ୍ରଛାତ୍ରୀ ଙ୍କ ବସ୍ତାନି ଓଜନ ଚେକ୍ କରିବେ ବିଇଓ
ଭୁବନେଶ୍ୱର: ଛାତ୍ରଛାତ୍ରୀମାନଙ୍କ ସ୍କୁଲ୍ ବସ୍ତାନି ବୋଝ ଦିନକୁ ଦିନ ବଢ଼ି ଚାଲିଚାଲିଛି l ପୂର୍ବରୁ ଏନେଇ କଟକଣା ଥିଲେ ମଧ୍ୟ ଅନେକ ସ୍କୁଲ୍ ଏହାକୁ ମାନୁନଥିବା ନେଇ ଅଭିଯୋଗ ହୋଇ ଆସୁଛି। ଏହାକୁ ନେଇ ସର୍ବଶିକ୍ଷା ଅଭିଯାନ ପକ୍ଷରୁ ପୁଣି ଥରେ ନିର୍ଦ୍ଦେଶନାମା ଜାରି କରାଯାଇଛି।ଛାତ୍ରଛାତ୍ରୀମାନେ ସେମାନଙ୍କ ଓଜନର ୧୦ ପ୍ରତିଶତରୁ କମ୍ ଓଜନର ସ୍କୁଲ୍ ବ୍ୟାଗ ନେବେ ବୋଲି ନିର୍ଦ୍ଦେଶନାମାରେ ସ୍ପଷ୍ଟ କରାଯାଇଛି। ଉଦାହରଣ ସ୍ୱରୂପ ୩୦ କିଲୋ ଓଜନର ଛାତ୍ରଛାତ୍ରୀମାନେ ୩କିଲୋରୁ କମ୍ ଓଜନର … Read more