ସୌମ୍ୟାଙ୍କ ପରିବାରକୁ ସରକାରଙ୍କ ସହାୟତା ରାଶି ଘୋଷଣା,ବିରୋଧୀ ଦଳର ବନ୍ଦ ଡାକରା

ଭୁବନେଶ୍ୱର: ଭୋଗରାଇ ପୈତୃକ ଗାଁରେ ଶୋକାକୂଳ ପରିବେଶ ମଧ୍ୟରେ ସୌମ୍ୟାଶ୍ରୀଙ୍କ ଶେଷକୃତ୍ୟ ସଂପନ୍ନ ହୋଇଛି । ମୃତ ସୌମ୍ୟାଶ୍ରୀଙ୍କ ପରିବାରକୁ ୨୦ଲକ୍ଷର ସହାୟତା ଘୋଷଣା କରିଛନ୍ତି ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦ ଲକ୍ଷର ସହାୟତା ଘୋଷଣା କରିଥିବା ସୂଚନା ଦେଇଛନ୍ତି ସାଂସଦ ପ୍ରତାପ ଷଡଙ୍ଗୀ । ଏମ୍ସର ବର୍ଣ୍ଣ ବିଭାଗରେ ଗୁରୁତର ଅବସ୍ଥା ଚିକିତ୍ସିତ ହେଉଥିବା ସୌମ୍ୟାଶ୍ରୀ ସୋମବାର ରାତି ୧୧ଟା ୪୬ମିନିଟରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ । ଏମ୍‌ସରେ … Read more

ପୁରୀ ପୌରକୁ ମହାନଗର ନିଗମ କରିବା ପ୍ରକ୍ରିୟା ଆରମ୍ଭ; ମିଶିବ ୮ ପଞ୍ଚାୟତର ୪୪ ଗାଁ

ପୁରୀ: ପୁରୀ ମହାନଗର ନିଗମରେ ମିଶିବ ୮ ପଞ୍ଚାୟତର ୪୪ ଗାଁ। ତେବେ ମହାନଗର ନିଗମ ହେବା ନେଇ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ପୁରୀ ସହରକୁ ଲାଗିଥିବା ୮ ପଞ୍ଚାୟତର ୪୪ଟି ଗାଁର ନାମକୁ ପୁରୀ ପୌରସଂସ୍ଥା ପ୍ରସ୍ତାବରେ ଯୋଡ଼ି ସରକାରଙ୍କୁ ପଠାଇଛି। ଏନେଇ ନଗର ଉନ୍ନୟନ ବିଭାଗ ପ୍ରସ୍ତାବ ମିଳିଛି। ତେବେ ଏହି ପ୍ରସ୍ତାବ ପାଇବା ପରେ ମହାନଗର ନିଗମ କରିବା ନିମନ୍ତେ ଆବଶ୍ୟକ ପଡ଼ୁଥିବା ଭିତ୍ତିଭୂମି ନିର୍ମାଣ ନିମନ୍ତେ ପଦକ୍ଷେପ ନେଇଛି। ବୀରହରେକୃଷ୍ଣପୁର, ବାଲିଗୁଆଳି, … Read more

ରେଭେନ୍ସାରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

କଟକ: ଆଜି ରାଷ୍ଟ୍ରପତି କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟର ତ୍ରୟୋଦଶ ଦୀକ୍ଷାନ୍ତ ସମାରୋହରେ ଅତିଥିଭାବେ ଯୋଗ ଦେଇଛନ୍ତି। ରେଭେନ୍ସା ଅନୁଭୂତି ନେଇ ନିଜ ମତ ରଖିଛନ୍ତି ଏବଂ କହିଛନ୍ତି ମୋ ଝିଅ ଏଠାରେ ଦୁଇ ବର୍ଷ ପାଠ ପଢିବା ସମୟରେ ମୁଁ ହଷ୍ଟେଲକୁ ଆସିଥିଲି। ଏହା କେବଳ ଇଟା ସିମେଣ୍ଟରେ ଗଢା ନୁହେଁ , ଏହା ଏକ ଶାଳ ଗ୍ରାମ। ଏହି ଅନୁଷ୍ଠାନ ଭାରତ ଇତିହାସ ସହ ଯୋଡି ହୋଇରହିଛି। ଗତ ଦୁଇ ବର୍ଷ ହେଲା ଝିଅମାନେ ଏଠାରେ … Read more

ସବୁ ବିମାନର ଯାଞ୍ଚ ହେବ ଇନ୍ଧନ ସ୍ଵିଚ୍:ଡିଜିସିଏର ନିର୍ଦ୍ଦେଶ

ଅହମ୍ମଦାବାଦର: ଜୁନ୍ ୧୨ରେ ଘଟିଥିବା ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାର ତଦନ୍ତ ରିପୋର୍ଟ ଆସିବା ପରେ ଏବେ ସିଭିଲ ଏଭିଏସନ୍ ମହାନିର୍ଦ୍ଦେଶାଳୟ (DGCA) ଖୁବ୍ ଶୀଘ୍ର ଏକ ନିର୍ଦ୍ଦେଶ ଜାରି କରିବାକୁ ଯାଉଛି। ଭାରତର ବିମାନ କମ୍ପାନୀଗୁଡ଼ିକୁ ଏଣିକି ସେମାନଙ୍କର ବୋଇଂ ୭୮୭ ବିମାନର ଇନ୍ଧନ ପ୍ରଣାଳୀ ଯାଞ୍ଚ କରିବାକୁ ପଡିବ। ଏୟାରକ୍ରାଫ୍ଟ ଦୁର୍ଘଟଣା ପ୍ରାଥମିକ ତଦନ୍ତ ରିପୋର୍ଟ ପରେ ସରକାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରସ୍ତୁତ ହେଉଛନ୍ତି। ବିଶେଷକରି ବିମାନର ଇଞ୍ଜିନ୍ ସ୍ୱିଚ୍ ଇନ୍ଧନ … Read more

ଜୀବନ ଯୁଦ୍ଧରେ ହାରିଗଲେ ଫକୀର ମୋହନ ମହାବିଦ୍ୟାଳୟର ସୌମ୍ୟାଶ୍ରୀ…

ଭୁବନେଶ୍ୱର: ତିନି ଦିନ ଧରି ଜୀବନ ବଞ୍ଚିବା ନେଇ ସଙ୍ଘର୍ଷ ପରେ ଶେଷରେ ଶେଷ ନିଶ୍ଵାସ ତ୍ୟାଗ କରିଛନ୍ତି ପୀଡିତା ଜଣକ । ଏନେଇ ଏମ୍ସ ଭୁବନେଶ୍ୱରର ବର୍ଣ୍ଣ ୟୁନିଟ୍ ପକ୍ଷରୁ ସୂଚନା ମିଳିଛି । ଏହି ଘଟଣା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ୍ସ ରେ ପୋଷ୍ଟ କରି ଦୁଃଖ ପ୍ରକାଶ କରିବା ସହ, ସେ ଲେଖିଛନ୍ତି ଯେ ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ପୀଡ଼ିତା ଛାତ୍ରୀଙ୍କ ଦେହାନ୍ତ ଖବର ଶୁଣି ମୁଁ ଅତ୍ୟନ୍ତ … Read more

ଏମ୍‌ସ ରେ ପୀଡ଼ିତାଙ୍କ ପରିବାରକୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ    

ଭୁବନେଶ୍ୱର: ବାଲେଶ୍ଵର ଛାତ୍ରୀଙ୍କ ଘଟଣା ନେଇ ଦୁଃଖ ପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଛାତ୍ରୀ ଜଣକ କ୍ରିଟିକାଲ କେୟାର ସେଣ୍ଟରରେ ଥିବା ବେଳେ ତାଙ୍କ ପରିବାର ଲୋକଙ୍କ ସହ ସାକ୍ଷାତ କରିଛନ୍ତି । ଏହା ଅତି ଦୁର୍ଭାଗ୍ୟଜନକ ଘଟଣା କହିବା ସହ ପୀଡ଼ିତା ପରିବାରକୁ ସମବେଦନା ଜଣାଇଛନ୍ତି । ଛାତ୍ରୀଙ୍କ ଅବସ୍ଥା ଜଟିଳ ଥିବାବେଳେ ଏ ନେଇ ଡାକ୍ତରଙ୍କ ସହ ଆଲୋଚନା କରିଛନ୍ତି ଧର୍ମେନ୍ଦ୍ର। ଏପରିକି ଛାତ୍ରୀ ଜଣକ ଶୀଘ୍ର ସୁସ୍ଥ ହୋଇଯାଆନ୍ତୁ ବୋଲି କାମନା … Read more

ଚୀନ୍‌ ଉପ ରାଷ୍ଟ୍ରପତିଙ୍କୁ ଭେଟିଲେ ବୈଦେଶିକ ମନ୍ତ୍ରୀ ଏସ ଜୟ ଶଙ୍କର

ନୂଆଦିଲ୍ଲୀ: ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ୫ବର୍ଷ ପରେ ଚୀନ୍ ଉପରାଷ୍ଟ୍ରପତି ହାନ୍ ଝେଙ୍ଗଙ୍କୁ ଭେଟିଛନ୍ତି। ସେ ଭାରତ-ଚୀନ୍ ସମ୍ପର୍କକୁ ପୂର୍ବଭଳି ସ୍ୱାଭାବିକ କରିବା ଉପରେ ଗୁରୁତ୍ୱାରୋପ କରିଥିବା ଜଣାଯାଇଛି। ୨୦୨୦ ମସିହାରେ ପୂର୍ବ ଲଦାଖରେ ଥିବା ନିୟନ୍ତ୍ରଣ ରେଖାରେ ଦୁଇ ଦେଶର ସେନା ମୁହାଁମୁହିଁ ହୋଇଥିଲେ। ଏହି ଘଟଣା ପରେ ଏସ. ଜୟଶଙ୍କରଙ୍କର ଚୀନକୁ ଏହା ପ୍ରଥମ ଗସ୍ତ। ତେଣୁ ଏହାକୁ ବିଶେଷ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଉଛି। ଏସ. ଜୟଶଙ୍କର ଚୀନ୍‌ରେ ଆୟୋଜିତ ହୋଇଥିବା … Read more

ଅପରେସନ ସିନ୍ଦୂର ପରେ ବଢିଲା ‘ବ୍ରହ୍ମୋସ’ର ଚାହିଦା…

ନୂଆଦିଲ୍ଲୀ: ଅପରେସନ ସିନ୍ଦୂରରେ, ଭାରତ ବ୍ରହ୍ମୋସ କ୍ଷେପଣାସ୍ତ୍ର ବ୍ୟବହାର କରି ପାକିସ୍ତାନ ଉପରେ ଆକ୍ରମଣ କରିଥିଲା। ଏହି କ୍ଷେପଣାସ୍ତ୍ରର ସଫଳତା ପରେ, ଏବେ ସମଗ୍ର ବିଶ୍ୱ ଏହାର ଶକ୍ତିକୁ ସ୍ୱୀକାର କରୁଛି। ଏହି କାରଣରୁ ଅପରେସନ ସିନ୍ଦୂର ପରେ, ୧୪-୧୫ ଦେଶ ବ୍ରହ୍ମୋସ କ୍ଷେପଣାସ୍ତ୍ର କିଣିବାକୁ ଆଗ୍ରହ ଦେଖାଇଛନ୍ତି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ରବିବାର କହିଛନ୍ତି ଯେ ବ୍ରହ୍ମୋସ କ୍ଷେପଣାସ୍ତ୍ର ଅପରେସନ ସିନ୍ଦୂରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲା। ଏହି କାରଣରୁ ସେବେଠାରୁ, ଏକ ଡଜନରୁ … Read more

ବାର୍ଡ ଫ୍ଲୁ ବ୍ୟାପିଥିବା ଅଞ୍ଚଳ ର ସମୀକ୍ଷା କଲେ ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀ

ପୁରୀ: ଡେଲାଙ୍ଗ ବ୍ଲକର ବଡ଼ ଆଙ୍କୁଲା ଗାଁରେ କୁକୁଡ଼ାମାନଙ୍କୁ ବାର୍ଡ ଫ୍ଲୁ ରୋଗ ଲାଗିଥିବା ଜାତୀୟ ଉଚ୍ଚ ସୁରକ୍ଷା ପ୍ରାଣୀରୋଗ ପ୍ରତିଷ୍ଠାନ, ଭୋପାଳ ଜୁଲାଇ ୧୧ ତାରିଖ ଦିନ ନିଶ୍ଚିତ କରିଛି । ଖବର ପାଇବା କ୍ଷଣି ରାଜ୍ୟ ସରକାର ଏହି ରୋଗ କିପରି ଅନ୍ୟ ଅଞ୍ଚଳକୁ ବ୍ୟାପିବ ନାହିଁ ଓ ରୋଗର ନିରାକରଣ ପାଇଁ ବିହିତ ପଦକ୍ଷେପ ଗ୍ରହଣ କରିଛନ୍ତି । ରବିବାର ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏହି ଅଞ୍ଚଳକୁ … Read more

ସବୁ ନିର୍ବାଚନମଣ୍ଡଳୀ ରେ ଗାଁରୁ ବଜାରକୁ ହେବ ସଡ଼କ

ଭୁବନେଶ୍ୱର: ରାଜ୍ୟ ସରକାର ଗ୍ରାମାଞ୍ଚଳରେ ଯୋଗାଯୋଗକୁ ସୁଦୃଢ଼ କରିବା ପାଇଁ ସଡ଼କ ନିର୍ମାଣ କରିବେ। ଏଥିନେଇ ଜାରି ହୋଇଛି ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ସଂକଳ୍ପ । ୧୪୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀର ଗାଁରୁ ବଜାରକୁ ସଂଯୋଗ ପାଇଁ ନିର୍ମାଣ ହେବ ସଡ଼କ। ବିଧାନସଭା ନିର୍ବାଚନ ମଣ୍ଡଳୀ ପିଛା ବାର୍ଷିକ ୧ କୋଟି ଟଙ୍କା ଲେଖାଏଁ କରାଯିବ ଖର୍ଚ୍ଚ। ଏହି ରାଶିରେ ବିଧାନସଭା ନିର୍ବାଚନ ମଣ୍ଡଳୀ ଗୁଡ଼ିକରେ ୨୦ଟି ସଡ଼କ ନିର୍ମାଣ କରାଯାଇ ପାରିବ। ଗୋଟିଏ ସଡ଼କ … Read more