୧୩ ଜିଲ୍ଲାରେ ୧୯ଟି ନଦୀ ଜଳାଶୟ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନ୍ସିଂ ଯୋଗେ ୪,୬୦୦ କୋଟି ଟଙ୍କା ବ୍ୟୟରେ ଓଡ଼ିଶାର ୧୩ ଟି ଜିଲ୍ଲାରେ ନିର୍ମାଣ ହେବାକୁଥିବା ଅନ୍ତଃ ନଦୀ ଜଳାଶୟ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ବରଗଡ଼, ବଲାଙ୍ଗୀର, ବୌଦ୍ଧ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଳାହାଣ୍ଡି, କେନ୍ଦୁଝର, ଖୋର୍ଦ୍ଧା, ପୁରୀ, ସମ୍ବଲପୁର, ସୁବର୍ଣ୍ଣପୁର ଓ ସୁନ୍ଦରଗଡ଼ ଜିଲ୍ଲାରେ ୧୯ ଟି ଇଂଷ୍ଟ୍ରିମ ଷ୍ଟୋରେଜ ସ୍ଟ୍ରକଚର ବା ଅନ୍ତଃ ନଦୀ ଜଳାଶୟ ପ୍ରକଳ୍ପ ଗୁଡିକ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଛି … Read more