ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲାର ଜୀବନରେଖା କୁହାଯାଉଥିବା ଲୋୟର ସୁକତେଲ ଜଳସେଚନ ଆଜି ଲୋକାର୍ପିତ ହୋଇଛି। ୨୭୨୩ କୋଟି ଟଙ୍କା ବ୍ୟରେ ନିର୍ମିତ ହୋଇଥିବା ଏହି ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍ଘାଟନ କରିଛନ୍ତି। । ଏତଦବ୍ୟତୀତ ସେ ଜିଲ୍ଲାରେ ୩୦୫ କୋଟିର ୬୯ଟି ପ୍ରକଳ୍ପର ମଧ୍ୟ ଶିଳାନ୍ୟାସ କରିଛନ୍ତି। ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ନୂଆବର୍ଷର ଶୁଭେଚ୍ଛା ଜଣାଇବା ସହ ସମ୍ବଲପୁରୀ ଭାଷାରେ ନବୀନ କହିଥିଲେ, ନୂଆବର୍ଷରେ ବଲାଙ୍ଗୀର ଜିଲ୍ଲାରୁ ମୋର ପ୍ରଥମ ଜିଲ୍ଲା ଗସ୍ତ ଆରମ୍ଭ … Read more