ରାଜ୍ୟ ସରକାର ପାଳନ କରିବେ ସମ୍ବିଧାନ ହତ୍ୟା ଦିବସ : ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ସୂଚନା
ଭୁବନେଶ୍ଵର: ରେଳ ଅଡିଟରିୟମ ପାଳନ ହେବ ରାଜ୍ୟ ସ୍ତରୀୟ ସମ୍ବିଧାନ ହତ୍ୟା ଦିବସ କାର୍ଯ୍ୟକ୍ରମ । ରାଜନୀତି ବିଜ୍ଞାନର ଛାତ୍ରଛାତ୍ରୀ ମାନେ ଏହି କାର୍ୟ୍ୟକ୍ରମରେ ଭାଗ ନେବେ। ଜରୁରୀକାଳୀନ ପରିସ୍ଥିତିରେ ଗିରଫ ହୋଇଥିବା ଗଣତନ୍ତ୍ର ସେନାନି ମାନଙ୍କୁ କାର୍ଯ୍ୟକ୍ରମ ରେ ସମ୍ମାନିତ କରିବେ ମୁଖ୍ୟମନ୍ତ୍ରୀ । ସେ ସମୟରେ ଗିରଫ ହୋଇଥିବା ୫୬ ଜଣଙ୍କୁ ସରକାର ପେନସନ ଦେଉଛନ୍ତି । ଆହୁରି ୫୨ ଜଣଙ୍କୁ ନାମ ମଧ୍ୟ ସାମିଲ କରାଯାଇଛି । ଏହାସହ ରାଜ୍ୟ ସରକାରଙ୍କ ପ୍ରୋତ୍ସାହନରେ ଉଚ୍ଚ ଶିକ୍ଷା … Read more