ପହଲଗାମ ଆକ୍ରମଣରେ ବଡ ସଫଳତା: ୨ ଜଣ ଗିରଫ
ପହଲଗାମରେ ୨୨ ଏପ୍ରିଲରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ମାମଲାରେ ଜାତୀୟ ତଦନ୍ତକାରୀ ସଂସ୍ଥା ଏନଆଇଏକୁ ମିଳିଛି ବଡ଼ ସଫଳତା । ଏହି ଆତଙ୍କବାଦୀ ଆକ୍ରମଣରେ ସମ୍ପୃକ୍ତ ଆତଙ୍କବାଦୀଙ୍କୁ ଆଶ୍ରୟ ଦେବା ଅଭିଯୋଗରେ ଏନଆଇଏ ୨ ଜଣଙ୍କୁ ଗିରଫ କରିଛି । ଉଭୟ ସନ୍ଦିଗ୍ଧ ବ୍ୟକ୍ତି ପହଲଗାମର ବାସିନ୍ଦା, ଆଉ ହମଲାରେ ସଂପୃକ୍ତ ଥିବା ଆତଙ୍କବାଦୀ, ପାକିସ୍ତାନୀ ଆତଙ୍କବାଦୀ ସଙ୍ଗଠନ ଲସ୍କର-ଏ-ତୈବା ସହ ଜଡିତ ଥିଲେବୋଲି ସେମାନେ ସ୍ୱୀକାର କରିଛନ୍ତି l ପହଲଗାମରେ ଆତଙ୍କବାଦୀ ଆକ୍ରମଣ ସମୟରେ ୨୬ … Read more