ଅମରନାଥ ଯାତ୍ରା ଲାଗି ଉଦ୍ଦିଷ୍ଟ ଦୁଇଟି ରାସ୍ତାକୁ ‘ନୋ ଫ୍ଲାଇଙ୍ଗ ଜୋନ୍’ ଘୋଷଣା
ନୂଆଦିଲ୍ଲୀ: ଅମରନାଥ ଯାତ୍ରା ପାଇଁ ଚିହ୍ନଟ ଦୁଇଟି ରାସ୍ତା ହେଲା ପହଲଗାଓଁ (୪୬ କିମି) ଓ ବାଲତାଲ୍ (୧୪ କିମି) ଯାହାକୁ ‘ନୋ ଫ୍ଲାଇଙ୍ଗ ଜୋନ୍’ ଘୋଷଣା କରାଯାଇଛି। ଜୁଲାଇ ୧ରୁ ଏହି ଦୁଇ ରାସ୍ତା ଉପରେ କୌଣସି ପ୍ରକାର ଡ୍ରୋନ, ବିମାନ, ହେଲିକପ୍ଟର ଆଦି ଉଡାଣ କରିପାରିବ ନାହିଁ। ରାସ୍ତା ଉପରେ ଯଦି କୌଣସି ପ୍ରକାର ଉଡନ୍ତା ଯାନ ବା ବସ୍ତୁକୁ ଦେଖିବାକୁ ମିଳେ ତେବେ ଏହାକୁ ଗୁଳିକରି ଖସାଇ ଦେବାକୁ ସୁରକ୍ଷାବାହିନୀକୁ ନିର୍ଦ୍ଦେଶ ଦିଆଯାଇଛି। … Read more