କିମ୍ସରେ ବିରଳ ଓ ଜଟିଳ ଅସ୍ତ୍ରୋପଚାର
ଭୁବନେଶ୍ୱର: କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନସ୍ (କିମସ)ର ଡାକ୍ତରମାନେ ଜଣେ ୧ ବର୍ଷ ବୟସର ଶିଶୁଠାରେ ଜଟିଳ ଓ ବିରଳ ଅସ୍ତ୍ରୋପଚାର କରି ସଫଳ ହୋଇଛନ୍ତି। ଶିଶୁଟିର ମୁଣ୍ଡର ଆକାର ଅସ୍ୱାଭାବିକ ରହିଥିବା ବେଳେ ଆଖି ଫୁଲିବା ସହ ବୃଦ୍ଧିରେ ବିଳମ୍ବ ହେଉଥିଲା। ପରିବାର ଲୋକେ ପିଲାଟିକୁ କିମ୍ସ ନେଇଥିଲେ। ପରୀକ୍ଷା ପରେ ଶିଶୁଟି କ୍ରୁଜନ୍ ସିଣ୍ଡ୍ରୋମ୍ରେ ପୀଡିତ ଓ ଖପୁରୀ ଭିତରେ ବିପଜ୍ଜନକ ଭାବରେ ଉଚ୍ଚ ଚାପ ଥିବା ଜଣାପଡିଥିଲା। ଏଭଳି ଅବସ୍ଥାରେ ଚିକିତ୍ସା … Read more