ମନ୍ତ୍ରୀଙ୍କ ବିରୋଧରେ ମିଥ୍ୟା ପ୍ରଚାର ଅଭିଯୋଗରେ ଫସିଲେ ଫୋକସ୍ ପ୍ଲସ୍ ଟିଭିର ମୁଖ୍ୟ
ଭୁବନେଶ୍ୱର: ମିଥ୍ୟା ପ୍ରଚାର ଅଭିଯୋଗରେ କ୍ୟାପିଟାଲ୍ ଥାନା ପୋଲିସ, ବରମୁଣ୍ଡାରେ ଥିବା ଫୋକସ୍ ପ୍ଲସ୍ ଅଫିସରେ ଚଢ଼ଉ କରିବା ସହ ଅଫିସ କୁ ସିଲ୍ କରିଛି। ମିଳିଥିବା ଖବର ଅନୁଯାୟୀ, ଗତ ୧୨ ତାରିଖରେ ଏକ ସଙ୍ଗଠନ ପକ୍ଷରୁ ବାପୁଜୀନଗରରେ ଥିବା ଏକ ହୋଟେଲରେ ଏକ କାର୍ଯ୍ୟକ୍ରମ ହୋଇଥିଲା। ସେଠାରେ ଫୋକସ୍ ପ୍ଲସ୍ ଟିଭିର ମୁଖ୍ୟ ସୁଧାଂଶୁ ରାଉତ ଅତିଥି ଭାବେ ଯୋଗଦେଇଥିଲେ। ସେହି କାର୍ଯ୍ୟକ୍ରମରେ ସୁଧାଂଶୁ କହିଥିଲେ, ଆମ ଉମରକୋଟ ରିପୋର୍ଟର ପ୍ରୀତିରଞ୍ଜନ ଦାସଙ୍କ ମାଧ୍ୟମରେ … Read more