ଜୁନ୍ ୪ ତାରିଖ ଯାଏଁ ଘୁଞ୍ଚିଲା ଯୁକ୍ତ୩ ନାମଲେଖା ଅବଧି
ଭୁବନେଶ୍ୱର: ଯୁକ୍ତ୩ ପାଠ୍ୟକ୍ରମରେ ନାମଲେଖା ଆବେଦନକୁ ପୁଣି ବୃଦ୍ଧି କରାଯାଇଛି । ଛାତ୍ରଛାତ୍ରୀ ଜୁନ୍ ୪ ତାରିଖ ରାତି ୧୧ଟା ୪୩ ପର୍ଯ୍ୟନ୍ତ ସାମ୍ସ ପୋର୍ଟାଲ୍ରେ ଅନ୍ଲାଇନ୍ରେ କମନ୍ ଆପ୍ଲିକେସନ୍ ଫର୍ମ (ସିଏଏଫ୍) ପୂରଣ କରିପାରିବେ। ଏହି ସମୟ ଅବଧି ମଧ୍ୟରେ ପୂର୍ବରୁ ସିଏଏଫ୍ ଦାଖଲ କରିଥିବା ଛାତ୍ରଛାତ୍ରୀ ସେମାନଙ୍କ ଫର୍ମରେ ଆବଶ୍ୟକ ସଂଶୋଧନ କିମ୍ବା ଯୁକ୍ତ୨ ମାର୍କ ଅପ୍ଲୋଡ୍ କରିପାରିବେ। ପ୍ରଥମ, ଦ୍ଵିତୀୟ, ତୃତୀୟ ପର୍ଯ୍ୟାୟ ପ୍ରୋଭିଜନାଲ୍ ତାଲିକା ଓ ୱେଟିଂ ଲିଷ୍ଟ ଛାତ୍ରଛାତ୍ରୀଙ୍କ ନାମଲେଖା … Read more