ଓଡିଶାରେ ଡବଲ ଇଂଜିନ ସରକାର ପାଇଁ ମିଳିଲା ଡବଲ ଫାଇଦା
ଭୁବନେଶ୍ୱର: ଓଡିଶାରେ ବିଜେପି ସରକାରର ପ୍ରଥମ ବର୍ଷ ପୂର୍ତ୍ତି ଉପଲକ୍ଷେ ଭୁବନେଶ୍ୱରର ଜନତା ମଇଦାନରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ ପ୍ରଧାନମନ୍ତ୍ରୀ। ଏହି ଅବସରରେ ସେ ଦୀର୍ଘ ଭାଷଣରେ ଓଡିଶା ସରକାରଙ୍କୁ ବେଶ ପ୍ରଶଂସା କରିଛନ୍ତି। ଏଥିସହିତ ସେ ଡବଲ ଇଂଜିନ ସରକାରରେ ଡବଲ ଫାଇଦା ହେଲା ବୋଲି କହିଛନ୍ତି। ଏଥିସହିତ ସେ କହିଛନ୍ତି ଯେ, ଓଡିଶାରେ ବିଜେପି ସରକାରଙ୍କ ଗୋଟିଏ ବର୍ଷ କେବଳ ହେଲା ତାହା ନୁହେଁ। ଓଡିଶାରେ ସୁଶାନ ଆସିବାର ଏକ ବର୍ଷ ପୂର୍ତ୍ତି ହେଲା ବୋଲି … Read more