‘ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ’ ଫେବ୍ରୁଆରୀ ୩ରୁ
ଭୁବନେଶ୍ୱର: ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଫେବ୍ରୁଆରୀ ୩ରୁ ୫ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ଜନତା ମଇଦାନରେ ଆୟୋଜିତ ହେବ । ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତ ବିଭାଗର ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ର, ବିଭାଗର କମିସନର ତଥା ଶାସନ ସଚିବ ଶ୍ରୀମତୀ ସୁଜାତା ଆର କାର୍ତ୍ତିକେୟନ ପ୍ରମୁଖ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ କାର୍ଯ୍ୟକ୍ରମ ସମ୍ପର୍କରେ ବିସ୍ତୃତ ସୂଚନା ଦେଇଛନ୍ତି । ଏହି ସମ୍ମିଳନୀରେ ଅନେକ ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ବିଦ୍ୱାନ-ପଦ୍ମଶ୍ରୀ ପ୍ରଫେସର ହରମାନ … Read more