ଜୀବନବିନ୍ଦୁ କାର୍ଯ୍ୟକ୍ରମ: ୪୧ ମାସରେ ୪ ଲକ୍ଷ ୟୁନିଟ ରକ୍ତ ସଂଗ୍ରହ
ଭୁବନେଶ୍ୱର: ଜୀବନବିନ୍ଦୁ କାର୍ଯ୍ୟକ୍ରମ ଓଡିଶାରେ ଲକ୍ଷ ଲକ୍ଷ ଲୋକଙ୍କ ଆଶା ଓ ଭରସା ହୋଇପାରିଛି। ଓଡ଼ିଶା-ମୋ ପରିବାର ପକ୍ଷରୁ ଜୀବନବିନ୍ଦୁ କାର୍ଯ୍ୟକ୍ରମ ମାଧ୍ୟମରେ ୪୧ ମାସରେ ସଂଗ୍ରହ ହୋଇଛି ୪ଲକ୍ଷ ୟୁନିଟ୍ ରକ୍ତ । କେବଳ ଚଳିତ ବର୍ଷ ୧ଲକ୍ଷ ୟୁନିଟରୁ ଉର୍ଦ୍ଧ୍ଵ ରକ୍ତ ସଂଗୃହୀତ ହୋଇଛି । ରାଜ୍ୟର ବିଭିନ୍ନ ସ୍ଥାନରେ ରକ୍ତଦାନ ଶିବିରମାନ ଆୟୋଜନ ହୋଇ ଏହି ରକ୍ତ ସଂଗ୍ରହ ହୋଇଛି । ଯେପରି ରକ୍ତ ବିନା ଓଡ଼ିଶାବାସୀଙ୍କ ଜୀବନ ବିପଦରେ ନପଡ଼ିବ, ଏହାକୁ … Read more