ଓଡିଶାରୁ ଅଧିକ ଉଷୁନା ଚାଉଳ ସଂଗ୍ରହ ପାଇଁ କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଏବଂ ସାଧାରଣ ବଣ୍ଟନ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ଵର: ଚଳିତ ଖରିଫ୍ ବିପଣନ ଋତୁରେ ଓଡ଼ିଶାରୁ ଅଧିକ ୧୦ ଲକ୍ଷ ମେଟ୍ରିକ୍ ଟନ ଉଷୁନା ଚାଉଳ ସଂଗ୍ରହ କରିବା ପାଇଁ ଭାରତୀୟ ଖାଦ୍ୟ ନିଗମ(ଏଫସିଆଇ)କୁ ନିର୍ଦ୍ଦେଶ ଦେବା ପାଇଁ କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଏବଂ ସାଧାରଣ ବଣ୍ଟନ ମନ୍ତ୍ରୀ ପିୟୂଷ ଗୋୟଲଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ଦେଶରେ ଧାନ ଉତ୍ପାଦନ … Read more