୮୦-୮୫% ପେଟିଏମ୍ ଗ୍ରାହକଙ୍କଙ୍କୁ ବାଧା ଉପୁଜିବ ନାହିଁ
ନୂଆଦିଲ୍ଲୀ: ବୁଧବାର ଦିନ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ କହିଛନ୍ତି ଯେ ପେଟିଏମ୍ ପେମେଣ୍ଟ ବ୍ୟାଙ୍କ ବିରୋଧରେ ଗ୍ରହଣ କରାଯାଇଥିବା କାର୍ଯ୍ୟାନୁଷ୍ଠାନ ଯୋଗୁଁ ୮୦ ରୁ ୮୫ ପ୍ରତିଶତ ପେଟିଏମ୍ ୱାଲେଟ୍ ଗ୍ରାହକ କୌଣସି ସମସ୍ୟାର ସମ୍ମୁଖୀନ ହେବେ ନାହିଁ। । ଅବଶିଷ୍ଟ ଗ୍ରାହକଙ୍କୁ ସେମାନଙ୍କ ଆପ୍ ଅନ୍ୟ ବ୍ୟାଙ୍କ ସହିତ ଲିଙ୍କ୍ କରିବାକୁ ସେ ପରାମର୍ଶ ଦେଇଛନ୍ତି। ଜାନୁଆରୀ ୩୧ ରେ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଆରବିଆଇ) ପେଟିଏମ୍ ପେମେଣ୍ଟସ୍ ବ୍ୟାଙ୍କ ଲିମିଟେଡ୍ … Read more