ବିଲ୍ ଗେଟ୍ସଙ୍କୁ ସମ୍ମାନଜନକ କିସ୍ ହ୍ୟୁମାନିଟାରିଆନ୍ ସମ୍ମାନ ପ୍ରଦାନ
ଭୁବନେଶ୍ୱର: ମାଇକ୍ରୋସଫ୍ଟର ସହପ୍ରତିଷ୍ଠାତା ଏବଂ ବିଲ୍ ଆଣ୍ଡ ମିଲିଣ୍ଡା ଗେଟସ୍ ଫାଉଣ୍ଡେସନ୍ର ସହ-ଅଧ୍ୟକ୍ଷ ବିଲ୍ ଗେଟ୍ସଙ୍କୁ ସମ୍ମାନଜନକ କିସ୍ ହ୍ୟୁମାନିଟାରିଆନ୍ ସମ୍ମାନ ୨୦୨୩ ପ୍ରଦାନ କରାଯାଇଛି। ଆଜି ଭୁବନେଶ୍ୱରରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ବିଲ୍ ଗେଟ୍ସଙ୍କୁ ଏହି ସମ୍ମାନ ପ୍ରଦାନ କରିଥିଲେ। ବିଶ୍ୱରେ ଶିକ୍ଷା, ସ୍ୱାସ୍ଥ୍ୟ ଏବଂ ସର୍ଜନଶୀଳ ବୈଷୟିକ କୌଶଳ ମାଧ୍ୟମରେ ଅସମାନତା ଦୂର କରିବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ତାଙ୍କୁ ଏହି ସମ୍ମାନ … Read more