ଜାତୀୟ ସଂଗୀତ ଓ ଜାତୀୟ ଗୀତ ଗାନ ପାଇଁ ମାର୍ଗଦର୍ଶିକା ଜାରିକଲା କେନ୍ଦ୍ରୀୟ ଗୃହ ମନ୍ତ୍ରାଳୟ
ନୂଆଦିଲ୍ଲୀ: କେନ୍ଦ୍ରୀୟ ଗୃହ ମନ୍ତ୍ରାଳୟ (MHA) ଏକ ନୂତନ ସର୍କୁଲାର ଜାରି କରି ସମସ୍ତ ରାଜ୍ୟ, କେନ୍ଦ୍ରଶାସିତ ଅଞ୍ଚଳ ଏବଂ କେନ୍ଦ୍ର ସରକାରଙ୍କ ସମସ୍ତ ବିଭାଗକୁ ଜାତୀୟ ସଂଗୀତ ଓ ଜାତୀୟ ଗୀତ ଗାନ ଉପରେ ଏକ ମାର୍ଗଦର୍ଶିକା ଜାରି କରିଛନ୍ତି l ୯ ଜୁଲାଇରେ ଜାରି ଆଦେଶରେ କୁହାଯାଇଛି ଯେ ଜାତୀୟ ସଂଗୀତ ନାଗରିକ ସମ୍ମାନ ସମାରୋହ ଅବସରରେ, ରାଷ୍ଟ୍ରପତିଙ୍କ ଔପଚାରିକ ସରକାରୀ କାର୍ଯ୍ୟକ୍ରମ ଓ ସରକାରଙ୍କ ଦ୍ୱାରା ଆୟୋଜିତ ଅନ୍ୟ କାର୍ଯ୍ୟକ୍ରମକୁ ତାଙ୍କ ଆସିବା … Read more