ଭାରତ ପାଇଁ ଆମେରିକାର କଠୋର ଯାତ୍ରା ନିର୍ଦ୍ଦେଶାବଳୀ
ନୂଆଦିଲ୍ଲୀ: ଆମେରିକାର ବୈଦେଶିକ ମନ୍ତ୍ରଣାଳୟ ଭାରତ ଯାତ୍ରା କରୁଥିବା ତାର ନାଗରିକମାନଙ୍କ ପାଇଁ ଏକ ଲେବଲ-୨ ଯାତ୍ରା ସତର୍କତା ଜାରି କରିଛି । ଏଥିରେ ଭାରତରେ ଅପରାଧ ଏବଂ ଆତଙ୍କବାଦ ହେତୁ ଆମେରିକୀୟ ନାଗରିକମାନଙ୍କୁ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି । ଏହି ନିର୍ଦ୍ଦେଶିକାରେ କୁହାଯାଇଛି ଯେ, ଭାରତରେ “ଅପରାଧ, ବଳାତ୍କାର ଏବଂ ଆତଙ୍କବାଦ” କାରଣରୁ ଏହା ଜାରି କରାଯାଇଛି, ଏବଂ କେତେକ ଅଞ୍ଚଳରେ ବିପଦ ଅଧିକ ରହିଛି । ନିର୍ଦ୍ଦେଶିକାରେ ଏହା ମଧ୍ୟ କୁହାଯାଇଛି … Read more